![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : କରୋନା ପାଇଁ ସ୍କୁଲରେ ଆଡମିଶନ ତାରିଖ ବଢାଇଲେ ସରକାର । ଆଡମିଶନ ତାରିଖ ଅଗଷ୍ଟ ୧୪ ଯାଏଁ ବୃଦ୍ଧି କରିଛି ଗଣଶିକ୍ଷା ବିଭାଗ ।
![](https://i0.wp.com/kalingajyoti.com/wp-content/uploads/2020/07/ghfhjgjgh-1.jpg?resize=435%2C218)
ପୂର୍ବରୁ ଜୁନ ୮ ଆଡମିଶନ୍ ଆରମ୍ଭ ହୋଇ ଜୁଲାଇ 15 ତାରିଖ ଭିତରେ ସାରିବାକୁ ନିର୍ଦ୍ଦେଶ ଥିଲା । ସେହିପରି ଆସନ୍ତା ଜୁଲାଇ 31 ଭିତରେ ମାଟ୍ରିକ୍ ପରୀକ୍ଷା ଫଳ ବାହାରିବ ବୋଲି ସୂଚନା ରହିଛି ।
![](https://kalingajyoti.com/wp-content/uploads/2020/07/nnghjnghjn.jpg)
କରୋନା ସଂକ୍ରମଣ ରୋକିବାକୁ ସରକାରଙ୍କ ସମସ୍ତ ଗାଇଡଲାଇନ୍ ପାଳନ ସହ ସାମାଜିକ ଦୂରତା, ମାସ୍କ ବ୍ୟବହାର ଓ ସାନିଟାଇଜ୍ ଆଦି ନିଶ୍ଚିତ କରିବା ଲାଗି ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି