କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

0 570
greentech

ଭୁବନେଶ୍ୱର :  କୋଭିଡ ସ୍ଥିିତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ବର୍ତ୍ତମାନର କୋଭିଡ ସ୍ଥିତି ଯୁଦ୍ଧ ସହ ସମାନ। ଜାତୀୟସ୍ତରରେ କୋଭିଡ ମୁକାବିଲାରେ ଓଡିଶା ସହଯୋଗ କରିବ। ଦେଶରେ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ କ୍ଷେତ୍ରରେ ଓଡିଶା ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ପ୍ରତିଦିନ ଲକ୍ଷାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମଧ୍ୟ ଦୈନିକ ହଜାର ହଜାର ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହାସହ ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତରପ୍ରଦେଶ, ଛତିଶିଗଡ, କେରଳରେ ଉଦବେଗଜନକ ପରିସ୍ଥିତି ସୃଷ୍ଟି ହୋଇଛି।

Leave A Reply

Your email address will not be published.

nineteen + eighteen =

error: Content is protected !!
Open chat