ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0 476
greentech

ଭୁବନେଶ୍ୱର ୧୧/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସରେ ସଫଳତା ପରେ ୪ ଖେଳାଳି ଅମିତ ରୋହିଦାସ, ବିରେନ୍ଦ୍ର ଲାକ୍ରା ଓ ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କା, ନମିତା ଟପୋଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

Leave A Reply

Your email address will not be published.

twelve − seven =

error: Content is protected !!
Open chat