ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲ୍ କଲେଜରେ ଅଗ୍ନିକାଣ୍ଡ OdishaRegional By Kalinga Jyoti Last updated Apr 26, 2021 0 596 Share ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡ଼ିକାଲ୍ କଲେଜର କାର୍ଡିଓଲୋଜି ୱାର୍ଡରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଦ୍ବାରା ନିଆଁକୁ ତୁରନ୍ତ ଆୟତ୍ତ କରାଯାଇଥିବାବେଳେ ଅଗ୍ନିକାଣ୍ଡ ଯୋଗୁ କୌଣସି କ୍ଷତି ହୋଇନାହିଁ। ୱିଣ୍ଡୋ ଏସିରେ ସର୍ଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। Kalinga Jyoti byurochief reporterkalinga jyotikhabarnewsodia samajaodia sambadodisha