ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ବାହୁଡ଼ାଯାତ୍ରାର ଅଭିନନ୍ଦନ ଜଣାଇଲେ

0 258
greentech

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୦୧/୦୭ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ବିନା ଭକ୍ତ ଓ କଟକଣା ଭିତରେ ଗୁଣ୍ଡିଚାଯାତ୍ରା କରିବା ଭଳି ବାହୁଡ଼ା ଯାତ୍ରା ମଧ୍ୟ କରାଯାଉଛି । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ବାହୁଡ଼ାଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାର ସିଧାପ୍ରସାରଣ ଦେଖିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ । ଏଥିସହିତ ରାଜ୍ୟର ପ୍ରଗତି ସହିତ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରିଛନ୍ତି ।

Leave A Reply

Your email address will not be published.

5 × 3 =

error: Content is protected !!
Open chat