ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ନୂଆଦିଲ୍ଲୀ ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ଓଡିଶାର ଗଣପର୍ବ ରଜ। ପ୍ରତି ଘରେ ହସଖୁସିର ଆସର। ଏହି ଅବସରରେ ଓଡିଶା ବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଜର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ ଯୋଗେ କହିଛନ୍ତି, ରଜର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି ।