ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି : ସମଗ୍ର ଦେଶ ଦେଉଛି ଶ୍ରଦ୍ଧାଞ୍ଜଳି

0 411
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥି ।

ଏହି ଅବସରରେ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିସ୍ଥଳ ସଦୈବ ଅଟଳକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଲୋକସଭା ବାଚସ୍ପତି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ଅଧ୍ୟକ୍ଷ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ୨୦୧୮ ମସିହାରେ ଅଗଷ୍ଟ ୧୬ ତାରିଖରେ ବାଜପେୟୀଙ୍କର ଦେହାନ୍ତ ହୋଇଥିଲା।

Leave A Reply

Your email address will not be published.

18 + 12 =

error: Content is protected !!
Open chat