ଆଜି ରେକର୍ଡ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା;ଦିନକରେ ରେକର୍ଡ଼ ସଂଖ୍ୟକ ୭୫୫ ପଜିଟିଭ ଚିହ୍ନଟ

0 218
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି

Leave A Reply

Your email address will not be published.

14 + 20 =

error: Content is protected !!
Open chat