କଳାହାଣ୍ଡିରେ ନୂଆ ମେଡିକାଲ୍ କଲେଜ ପ୍ରସ୍ତାବକୁ ଅନୁମୋଦନ, ଲୋକସଭା ସାଂସଦ ବସନ୍ତ ପଣ୍ଡାଙ୍କୁ ଚିଠି ଲେଖି ଜଣାଇଲେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ

0 778
greentech

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କେନ୍ଦ୍ର ସରକାର କଳାହାଣ୍ଡିରେ ଏକ ନୂଆ ମେଡିକାଲ୍ କଲେଜ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ କଳାହାଣ୍ଡିର ବିଜେପି ଲୋକସଭା ସଦସ୍ୟ ବସନ୍ତ ପଣ୍ଡାଙ୍କୁ ଚିଠି ଲେଖି ଜଣାଇଛନ୍ତି।

ଏହି ପତ୍ରରେ ଡାକ୍ତର ହର୍ଷବର୍ଦ୍ଧନ ଆହୁରି ମଧ୍ୟ ଲେଖିଛନ୍ତି ଯେ ବସନ୍ତ ପଣ୍ଡାଙ୍କ ନେତୃତ୍ବରେ ଏହି ନୂଆ ମେଡିକାଲ୍ କଲେଜ ପ୍ରତିଷ୍ଠା ହେଲେ ସେହି ଅଞ୍ଚଳର ଲୋକଙ୍କର ଚିକିତ୍ସା ସୁବିଧାକୁ ପୂରଣ କରିବ ଏବଂ ସୁସ୍ଥ ଓ ପ୍ରଗତିଶୀଳ ଭାରତ  ଗଠନରେ ସହାୟକ ହେବ।

Leave A Reply

Your email address will not be published.

4 × 2 =

error: Content is protected !!
Open chat