ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ କରୋନା

0 396
greentech

ଜୋହାନ୍ସବର୍ଗ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସେରିଲ୍‌ ରାମଫୋସା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କଠାରେ କରୋନାର ସାମନ୍ୟ ଲକ୍ଷଣ ପ୍ରକାଶ ପାଇଥିବାବେଳେ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ରହିଛି । ରବିବାର ରାମଫୋସା ଏକ ସରକାରୀ ଉତ୍ସବରେ ଯୋଗ ଦେଇ ଫେରିବା ପରେ ଅସୁସ୍ଥତା ଅନୁଭବ କରିଥିଲେ । ତାଙ୍କୁ ଜାତୀୟ ସାମରିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦେଶରେ ୩୭,୮୭୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.

ten − nine =

error: Content is protected !!
Open chat