ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ : ନବୀନ ପଟ୍ଟନାୟକ

0 1,643
greentech

ଭୁବନେଶ୍ବର ୨୨/୦୬/୨୦୨୨ କଳିଙ୍ଗ ଜ୍ୟୋତି : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଟ୍ବିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି। ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ସେ ଅନୁରୋଧ କରିଛନ୍ତି।

ଓଡ଼ିଶା ପାଇଁ ଏହା ଅତ୍ୟନ୍ତ ଗୌରବର ବିଷୟ ଯେ ଆମ ମାଟିର ଝିଅ ଦେଶର ସର୍ବୋଚ୍ଚ ପଦବୀ ପାଇବାକୁ ଯାଉଛନ୍ତି। ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ତାଙ୍କୁ ସମର୍ଥନ କରିବାକୁ ନିବେଦନ କରିଛନ୍ତି ନବୀନ।

Leave A Reply

Your email address will not be published.

1 × one =

error: Content is protected !!
Open chat