ଦେଶରେ ୪୮, ୬୬୧ ନୂଆ କରୋନା ଆକ୍ରାନ୍ତ, ୭୦୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୦୬୩କୁ ବୃଦ୍ଧି

0 543
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୭: ଆଜି ବି ଦେଶରେ ୪୮, ୬୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୦୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୮୫, ୫୨୨ କୁ ବୃଦ୍ଧି ପାଇଛି ଏବଂ ୪, ୬୭, ୮୮୨ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୮, ୮୫, ୫୭୭ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୨, ୦୬୩ କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.

six + 2 =

error: Content is protected !!
Open chat