ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଅବଧି

0 259
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୭: କରୋନା କାୟା ବିସ୍ତାର କରିବାରେ ଲାଗିଛି । ଏଥିସହିତ ଦିନକୁ ୨୦ହଜାର ଆକ୍ରାନ୍ତ ମଧ୍ୟ ଚିହ୍ନଟ ହେଉଛନ୍ତି । ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି ଦେଶ । ବର୍ତ୍ତମାନ ସମୟ ଓ ପରିସ୍ଥିତିକୁ ଦେଖି କେନ୍ଦ୍ର ସରକାର ଏହିପରି ନିଷ୍ପତ୍ତି ନେଇଛନ୍ତି ।

ନଭେମ୍ବର ୩୦ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ ସମୟକୁ ବୃଦ୍ଧି କରିଛନ୍ତି । ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଡ଼େଡ଼ଲାଇନ ମଧ୍ୟ ଘୁଞ୍ଚିଛି । ସମୟସୀମା ବୃଦ୍ଧି ନେଇ ଆୟକର ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.

19 − 16 =

error: Content is protected !!
Open chat