ରାଜ୍ୟରୁ ଆଜି ୧୫୦୩ ପଜିଟିଭ୍‌ ଚିହ୍ନଟ, ମୋଟ୍‌ ସଂକ୍ରମିତଙ୍କ ୨୬ ହଜାର ୮୯୨ କୁ ବୃଦ୍ଧି

0 348
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୭/୦୭ : ରାଜ୍ୟରେ ଆଜି ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୦୨ ଜଣ ଚିହ୍ନଟ ହୋଇଥିବାବେଳେ ୫୦୧ ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୮୯୨ କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୭୯୨ ଜଣ । ସେହିପରି ସୁସ୍ଥ ହୋଇଛନ୍ତି ୯ ହଜାର ୯୧୯ ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି୧୪୦ ଜଣ । ସେହିପରି ୩୪ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି

Leave A Reply

Your email address will not be published.

five − two =

error: Content is protected !!
Open chat