ସହର ସାରା ଲାଗିବ ଦୁଷ୍କର୍ମକାରୀଙ୍କ ପୋଷ୍ଟର : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

0 684
greentech

ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୪-୦୯-୨୦ : ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହିଳାଙ୍କ ସୁରକ୍ଷାକୁ ନେଇ ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏବେଠାରୁ ଯଦି କେହି ମହିଳାଙ୍କୁ ଅସଦାଚରଣ ବା ଦୁଷ୍କର୍ମ କରନ୍ତି, ତା’ହେଲେ ତାଙ୍କ ପୋଷ୍ଟରକୁ ସହରର ଛକରେ ଲଗାଯିବ। ଉତ୍ତରପ୍ରଦେଶରେ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.

one × one =

error: Content is protected !!
Open chat