୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

0 537
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭ : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮ରେ ପହଞ୍ଚିଛି।

Leave A Reply

Your email address will not be published.

8 + ten =

error: Content is protected !!
Open chat