୨୦୨୧ ମେ’ ୪ରୁ ସିବିଏସଇ ବୋର୍ଡ ପରୀକ୍ଷା, ଘୋଷଣା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
କରୋନା ମହାମାରୀ ଦୃଷ୍ଟିରୁ ଆସନ୍ତା ବର୍ଷ ସିବିଏସଇ ବୋର୍ଡ ପରୀକ୍ଷା କେବେ ହେବ ସେ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି। ଘୋଷଣା ମୁତାବକ ଆସନ୍ତାବର୍ଷ ମେ’ ୪ରୁ ଦଶମ ଓ ଦ୍ୱାଦଶ ବୋର୍ଡ!-->…