Monthly Archives

June 2020

ରାଜ୍ୟର ୨୨ଟି ଜିଲ୍ଲାରୁ ନୂଆ ୨୦୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୭ ହଜାର ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୩୦/୦୬:ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ

ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି ଅଭୟ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ସୁନ୍ଦରଗଡ ୩୦/୦୬: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଡିଜିପି ଅଭୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ନିର୍ଦ୍ଦେଶ ପାଇବା ପରେ କ୍ରାଇମବ୍ରାଞ୍ଚ ଟିମ୍ ରାଇବଗା ଥାନା ଅଭିମୁଖେ ଯାଇଥିବା

ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ , ଜୁଲାଇରୁ କ୍ଲିନିକାଲ୍ ଟ୍ରାଏଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୨୯/୦୬ :ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ ହୋଇଯାଇଛି। ଜୁଲାଇ ମାସରେ ଦେଶବ୍ୟାପୀ ଏହାର କ୍ଲିନିକାଲ୍ ଟ୍ରାଏଲ କରାଯିବ। ଆଇସିଏମ୍ଆର୍, ନ୍ୟାସନାଲ୍ ଇନଷ୍ଟିଟ୍ୟୁଟ୍ ଅଫ୍ ଭାଇରୋଲୋଜି–ଏନ୍ଆଇଭି ସହ ମିଳିତ ଉଦ୍ୟମରେ ଭାରତ ବାୟୋଟେକ୍

କୋରାଇରେ ଜିଲ୍ଲାପାଳଙ୍କ ନିର୍ଦେଶକୁ ଫୁ , ସରକାରୀ କାର୍ଯ୍ୟାଳୟରେ ଶାସକ ଦଳର ବୈଠକ, ମାନିଲେନି କରୋନା କଟକଣା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଯାଜପୁର ୩୦/୦୬:କରୋନା କଟକଣା ଓ ଜିଲ୍ଲାପାଳଙ୍କ ନିର୍ଦେଶକୁ ଅମାନ୍ୟ କରି କୋରାଇ ବ୍ଲକ୍ କାର୍ଯ୍ୟାଳୟରେ ହୋଇଛି ଶାସକ ଦଳର ଦଳୀୟ ବୈଠକ । ତାହା ପୁଣି ବ୍ଲକ୍ ବିଜେଡି ସଭାପତିଙ୍କ ନେତୃତ୍ୱରେ । ଏନେଇ ନାଁ କୋରାଇ ବିଡିଓଙ୍କ ଅନୁମତି ନିଆଯାଇଛି ନାଁ ବ୍ଲକ୍

ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ : ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଯୁକ୍ତ ୨ ଛାତ୍ରଛାତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୦/୦୬:ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଯୁକ୍ତ ୨ ଛାତ୍ରଛାତ୍ରୀ। ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍ଲାଇନ୍ କ୍ଲାସ ନେବେ ଅଧ୍ୟାପକ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା

ସୋନିଆଙ୍କୁ ଧର୍ମେନ୍ଦ୍ରଙ୍କ କଟାକ୍ଷ : କଂଗ୍ରେସର ସଂସ୍କାର ହେଉଛି ରାଜସ୍ୱ ଲୁଟିବା ଓ ମୋଦୀଙ୍କ ସଂସ୍କାର ହେଉଛି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬:ମୋଦୀ ସରକାରରେ ଟଙ୍କା ଡିବିଟି ଜରିଆରେ ଗରିବଙ୍କ ପାଖରେ ପହଁଚୁଛି ମାତ୍ର କଂଗ୍ରେସ ସରକାରରେ ଟଙ୍କା ରାଜୀବ ଗାନ୍ଧି ଫାଉଣ୍ଡେସନକୁ ଡିବିଟି ହେଉଥିଲା• ଏପ୍ରିଲ ଓ ମେ ମାସରେ ପେଟ୍ରୋଲ ଏବଂ ଡିଜେଲର ଚାହିଦା ୭୦ରୁ ୮୦ ପ୍ରତିଶତ କମି ଯାଇଥିଲା,

କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଦ୍ୱାରା ଅନଲକ୍ -୨.୦ ର ଗାଇଡଲାଇନ୍ ଜାରି

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଅନଲକ୍-୧ର ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି। ଏହା ସହ ଅନଲକ୍-୨ର ଘୋଷଣା କରାଯାଇଛି, ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ କିଛି ଗତିବିଧିକୁ କିଛି କଟକଣା କୋହଳ କରାଯାଇଛି। କେନ୍ଦ୍ର ସରକାରଙ୍କ ଗୃହ

ଗଗନଯାନ ଅଭିଯାନ କୋଭିଡ-୧୯ ଦ୍ୱାରା ପ୍ରଭାବିତ ହେବନାହିଁ : ଡଃ ଜିତେନ୍ଦ୍ର ସିଂହ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬:ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ ଗଗନ ଯାନ କୋଭିଡ-୧୯ ବୈଶ୍ଵିକ ମହାମାରୀ ଦ୍ୱାରା ପ୍ରଭାବିତ ହେବନାହିଁ ବୋଲି କେନ୍ଦ୍ର ଆଣବିକ ଶକ୍ତି ଓ ମହାକାଶ ବିଭାଗ ରାଷ୍ଟ୍ରମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ କହିଛନ୍ତି। ଅଭିଯାନର ପ୍ରାକ ପ୍ରସ୍ତୁତି

ଜୁଲାଇ ମାସରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ୯ଟି ମନ୍ତ୍ର ଦେଲେ । କଟକଣା ପାଳନ ନକଲେ ଜିରୋ ଟଲରାନ୍ସ ଆଭିମୁଖ୍ୟ…

କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୩୦/୦୬ : କନକ ବ୍ୟୁରୋ : ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢିଚାଲିଥିବା ବେଳେ ଆସନ୍ତା ଜୁଲାଇ ମାସରେ କରୋନା ମୁକାବିଲା ନେଇ ୯ଟି ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାପାଳ ଏବଂ ଏସପି ମାନଙ୍କ ସହ ଆଲୋଚନା ପରେ ରାଜ୍ୟବାସୀଙ୍କୁ ୯ଟି ଆହ୍ୱାନ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ।

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉଦବୋଧନ ଦେବେ। ଏନେଇ ପିଏମଓ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର ଠାରୁ ଅନଲକ୍-ଟୁ କାର୍ଯ୍ୟକାରୀ
error: Content is protected !!
Open chat