Monthly Archives

July 2020

ମୋଦୀ ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ମିଳିତ ଭାବେ ନୂଆ ସୁପ୍ରିମକୋର୍ଟ ଭବନ ଉଦଘାଟନ କଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍‌ର ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ଆଜି ମିଳିତଭାବେ ମରିସସ୍ ର ନୂଆ ସୁପ୍ରିମକୋର୍ଟ ଭବନ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ଏହି କାର୍ଯ୍ୟ ସଂପାଦନ…

ନୟାଗଡ ଜିଲ୍ଲାର ଏକତାଳ ଗ୍ରାମରେ ସ୍ଥାନୀୟ ପ୍ରଶାସନ ତଥା ସରକାରଙ୍କ କୋଭିଡ ପରିଚାଳନାଗତ ମନୋଭାବକୁ ନେଇ ପ୍ରଶ୍ନବାଚୀ ?

ନୟାଗଡ / ଚାନ୍ଦପୁର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ କେରନ୍ଦାଟାଙ୍ଗୀ ନିକଟସ୍ଥ ଏକତାଳ ଗ୍ରାମ ର ବରୁଣ କୁମାର ବଳିଆରସିଂ ହାଇଦ୍ରାବାଦରେ ରହି ଜୀବିକା ନିର୍ବାହ ପାଇଁ କାମ କରୁଥିଲେ । କୋଭିଡ-19 ଜନିତ ଲକଡାଉନ ଯୋଗୁଁ ନିଜ ଜୀବିକା ହରାଇ…

ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ବିଜେପି , ମୋଦିଙ୍କୁ ଚିଠି ଲେଖିଲେ ସୁବ୍ରମଣିୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଦାବି କରାଯାଇଛି। ସିବିଆଇ ତଦନ୍ତ ପାଇଁ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କଳକୀ ପ୍ରିୟାଙ୍କ ଆବେଦନ…

ଦେଶରେ ହୋଇନି ଗୋଷ୍ଠୀ ସଂକ୍ରମଣ :ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ : ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭: ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ଭାର ନେଇଛି କ୍ରାଇମ୍‌ବ୍ରାଞ୍ଚ। ପୁଲିସ ଡିଜି ଅଭୟ ଆଜି ନିର୍ଦ୍ଦେଶ ଦେବା ପରେ କ୍ରାଇମ୍‌ବ୍ରାଞ୍ଚ ତନାଘନା ଆରମ୍ଭ କରିଛି। ପୂର୍ବାହ୍ନ ୧୦ଟା ବେଳେ କ୍ରାଇମ୍‌ବ୍ରାଞ୍ଚର ତିନିଜଣିଆ ଟିମ୍‌ ରେଳବାଇ ଥାନାରେ…

ଅଗଷ୍ଟ ୫ ତାରିଖରେ ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହେବ ପ୍ରଭୁ ଶ୍ରୀରାମଙ୍କ ଛବି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ଆସନ୍ତା ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ହେବ। ସମଗ୍ର ଭାରତ ବାସିନ୍ଦା ଏହି ଦିନରେ ଉତ୍ସବ ମନାଇବେ। ତେବେ ଖାଲି ଭାରତରେ କାହିଁକି ବିଦେଶରେ ମଧ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ…

ବାଚସ୍ପତି ସିପି ଯୋଶୀଙ୍କ ଭିଡିଓ ଭାଇରାଲ୍‌ ପରେ ଘନେଇଲା ରାଜସ୍ଥାନ ରାଜନୈତିକ ସଙ୍କଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ରାଜସ୍ଥାନ ବାଚସ୍ପତି ସିପି ଯୋଶୀ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ପୁଅ ବୈଭବ ଗେହଲଟ୍‌ଙ୍କ ମଧ୍ୟରେ ରାଜସ୍ଥାନ ରାଜନୈତିକ ସଙ୍କଟ ପ୍ରସଙ୍ଗରେ ହୋଇଥିବା ଏକ ଆଲୋଚନାର ଭିଡିଓ ଏବେ ଭାଇରାଲ୍‌ ହୋଇଛି ଏବଂ ଏହାକୁ ନେଇ ବଡ଼ ବିବାଦ ମୁଣ୍ଡ…

ମଣିପୁରରେ ସେନା ଉପରେ ଆକ୍ରମଣ: ୩ ଯବାନ ସହିଦ, ୬ ଗୁରୁତର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ :ମଣିପୁରରେ ସେନାର ଯବାନଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୩ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବୁଧବାର ରାତି ପ୍ରାୟ ୧.୧୫ରେ ରାଜଧାନୀ ଇମ୍ଫାଲଠାରୁ ୯୫ କିଲେମିଟର ଦୂରରେ ଥିବା ଚନ୍ଦୋଲ…

ଓଲିଉଡ ଅଭିନେତା ପିଂଟୁ ନନ୍ଦଙ୍କ ବିରୁଦ୍ଧରେ କାଷ୍ଟିଙ୍ଗ କାଉଚ ଓ ଅସଦାଚରଣ ଅଭିଯୋଗରେ ଥାନାରେ ଏତଲା ଦେଲେ ଯୁବତୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଜଣେ ସଂଘର୍ଷପୂର୍ଣ୍ଣ ଅଭିନେତ୍ରୀ ଓଲିଉଡ ଜଗତର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ପିଣ୍ଟୁ ନନ୍ଦ ଏବଂ ତାଙ୍କ ସହଯୋଗୀଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚର ଅଭିଯୋଗ କରିଛନ୍ତି । ମହିଳାଙ୍କ କହିବା କଥା ହେଲା ସିନେମାରେ ସୁଯୋଗ ଦେବାକୁ କହି…

ପୂର୍ବତଟ ରେଳପଥର ସମସ୍ତ ଟ୍ରେନରେ ଲାଗିଲା ବାୟୋଟଏଲେଟ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭:ଯାତ୍ରୀମାନଙ୍କୁ ସ୍ୱଚ୍ଛ ଓ ପରିବେଶ ଅନୁକୁଳ ଯାତ୍ରା ସୁବିଧା ଯୋଗାଇଦେବା ଓ ସ୍ୱଚ୍ଛ ରେଳ, ସ୍ୱଚ୍ଛ ଭାରତ ଅଭିଯାନରେ ଦେଇଥିବା ପ୍ରତିଶ୍ରୁତିକୁ ପୁରଣ କରିବା ଉଦ୍ୟମ ଜାରି ରଖିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ଏହାର ଟ୍ରେନଗୁଡ଼ିକରେ  ଶତପ୍ରତିଶତ…
error: Content is protected !!
Open chat