ନିଖୋଜ ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ମାଝୀ ଗିରଫ
ରାଉରକେଲା / ଅନୁଗୁଳ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୭ : କିଛି ଦିନର ଲୁଚକାଳି ପରେ, ଶେଷରେ ଗିରଫ ହେଲେ ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ମାଝୀ। ଅନୁଗୁଳ ବଇଣ୍ଡା ଜଙ୍ଗଲରୁ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ ଏବଂ!-->…