ଆଜି ମହାପ୍ରଭୁଙ୍କ ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୦୨/୦୭ : ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ମହାପ୍ରଭୁ ସୁନାବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି।
ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହୋଇ ରଥ ଉପରେ ଦର୍ଶନ!-->!-->!-->!-->!-->…