ଦିଲ୍ଲୀ-ଏନସିଆର ରେ ଭୂମିକମ୍ପର ଝଟକା ଅନୁଭୂତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୭ : ଦିଲ୍ଲୀ-ଏନସିଆରରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ ଓ ଏହାର ଆଖାପାଖ ଅଞ୍ଚଳରେ ଲଗାତାକ କିଛିଦିନ ଧରି ଭୂମିକମ୍ପର ଝଟକା ଅନୁଭୂତ ହେଉଛି । ଶୁକ୍ରବାର ସନ୍ଧ୍ୟା ୭ଟାରେ ପୁଣି ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା!-->!-->!-->…