ଘୋଷଯାତ୍ରାରୁ ବାହୁଡ଼ି ରତ୍ନବେଦୀକୁ ଫେରିଲେ ତିନି ଠାକୁର- ଅଭିମାନୀନୀ ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କଲେ…
ଲୀଳାମୟ ଠାକୁର ଆଷାଢ ଶୁକ୍ଳପକ୍ଷ ଚଦୁର୍ଦ୍ଦଶୀ ତିଥିରେ ଆଜି ନୀଳାଦ୍ରି ବିଜେ କରିଛନ୍ତି। ନବଦିନ ଘୋଷଯାତ୍ରାରୁ ବାହୁଡ଼ି ସିଂହଦ୍ୱାରରେ ଚାରିଦିନ ଧରି ରଥାରୁଢ ଥିବା ତିନି ଠାକୁର ଚତୁର୍ଦ୍ଦଶୀ ତିଥିରେ ରତ୍ନବେଦୀକୁ ଫେରିଛନ୍ତି। ବିଜେ କାହାଳୀ, ଘଣ୍ଟଘଣ୍ଟାର ତାଳେ ତାଳେ ଗୋଟି ପହଣ୍ଡିରେ!-->!-->!-->…