ସଫଳ କରୋନା ପ୍ରତିଷେଧକ ଟୀକା ନ ବାହାରିବା ଯାଏଁ ସ୍କୁଲ କଲେଜ ବନ୍ଦ ରହୁ : ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୬/୦୭ : ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ ଟୀକା!-->…