ମୋ ସରକାର’ରେ ସାମିଲ ହେବ କୋଭିଡ୍ ପରିଚାଳନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୭/୦୭:ମୋ ସରକାରରେ ସାମିଲ୍ ହେବ କୋଭିଡ୍ ପରିଚାଳନା। ଭିଡିଓ କନ୍ଫରେନ୍ସିଂରେ ସମୀକ୍ଷା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋଗୀ ଓ କୋଭିଡ୍ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ!-->!-->!-->…