ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ : କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ରାଜ୍ୟରେ ରେକର୍ଡ ୫୬୫ ଜଣ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକଟ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ!-->…