Daily Archives

July 10, 2020

ବଢୁଛି କରୋନା ସଂକ୍ରମଣ : ଚୌଦ୍ୱାର ଜେଲରେ ୮ କଏଦୀ ପଜିଟିଭ୍ ଚିହ୍ନଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଜେଲକୁ ବ୍ୟାପିଲା କରୋନା । କଟକ ଚୌଦ୍ୱାର ଜେଲରେ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏକାସଙ୍ଗେ ୮ ଜଣ କଏଦୀଙ୍କ ଦେହରେ ଭୂତାଣୁ ଚିହ୍ନଟ ହୋଇଛି । ଏହାପରେ ଆକ୍ରାନ୍ତ କଏଦୀଙ୍କୁ କଟକର ସ୍ୱତନ୍ତ୍ର କୋଭିଡ୍ ହସପିଟାଲକୁ ପଠାଇଦିଆଯାଇଛି

ବିଧାନସଭାକୁ ଦିନକ ପାଇଁ ସଟଡାଉନ୍‌ ଘୋଷଣା କରାଗଲା, ସୂଚନା ଦେଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଓଡ଼ିଶା ବିଧାନସଭାକୁ ଆଜି ଦିନକ ପାଇଁ ସଟଡାଉନ୍‌ ଘୋଷଣା କରାଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି

ଦୂରଦର୍ଶନକୁ ଛାଡ଼ି ଭାରତର ବାକି ସବୁ ‌ଘରୋଇ ଟିଭି ନିଉଜ୍ ଚାନେଲ ନେପାଳରେ ପ୍ରସାରଣ ବନ୍ଦ

କଳିଙ୍ଗ ଜ୍ୟୋତି ବ୍ୟୁରୋ କାଠମାଣ୍ଡୁ ୧୦/୦୭ : ଦୂରଦର୍ଶନକୁ ବାଦ ଦେଇ ଭାରତର ବାକି ସମସ୍ତ ନିଉଜ୍‌ ଚାନେଲ୍ ସିଗ୍‌ନାଲ୍‌କୁ ସମଗ୍ର ନେପାଳରେ ବନ୍ଦ କରି ଦିଆଯାଇଥିବା କଥା ନେପାଳର କେବଲ୍ ଟେଲିଭିଜନ୍ ଯୋଗାଣକାରୀମାନେ କହିଛନ୍ତି। କିନ୍ତୁ, ଏ ସଂକ୍ରାନ୍ତରେ କୌଣସି ଆନୁଷ୍ଠାନିକ ଆଦେଶନାମା

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାବ‌ ରିପୋର୍ଟ ନେଗେଟିଭ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ

ଦେଶରେ ଗତକାଲି ଥିଲା ୨୫ ହଜାର, ଆଜି ୨୬ ହଜାର କରୋନା ପଜିଟିଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୭: ଭାରତରେ କରୋନା ମାମଲା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୁରୁବାର ପ୍ରଥମ ଥର ପାଇଁ ପ୍ରାୟ ୨୫ ହଜାର ମାମଲା ରୁଜୁ ହୋଇଥିଲା। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୫୦୬ ମାମଲା ସାମ୍ନକୁ ଆସିଛି।  ଏହାକୁ ମିଶାଇ  ଦେଶରେ କରୋନା

ଆଜି ରେକର୍ଡ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା;ଦିନକରେ ରେକର୍ଡ଼ ସଂଖ୍ୟକ ୭୫୫ ପଜିଟିଭ ଚିହ୍ନଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା

ଯାଜପୁର ର ବିକାଶ ପାଇଁ ମୋଦୀ ସରକାର ପ୍ରତିଶ୍ରୁତିବଦ୍ଧ : ଧର୍ମେନ୍ଦ୍ର ପ୍ରଧାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଯାଜପୁର ୧୦/୦୭: ମହାମାରୀ କରୋନା ପାଇଁ ସଭା, ସମିତି ଆୟୋଜନ ହୋଇପାରୁନାହିଁ । ଏପରି ସ୍ଥଳେ ବିଜେପି ଡ଼ିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଜନ ସମ୍ବାଦ ରାଲି ଆୟୋଜନ କରି ଲୋକଙ୍କୁ ଏକାଠି କରିବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ

କରୋନା ଔଷଧ ନ ବାହାରିଲେ ଭାରତରେ ସ୍ଥିତି ଭୟାବହ ହେବ : ମାସାଚୁସେଟ୍‌ସ ଇନ୍‌ଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି

ୱାଶିଂଟନ : କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଯଦି କୌଣସି ଟିକା ବା ଔଷଧ ପ୍ରସ୍ତୁତ କରା ନ ଯାଏ ତା’ହେଲେ ଭାରତ‌େ‌ର ଆଗାମୀ ଦିନରେ ସଂକ୍ରମଣ ସ୍ଥିତି ଆହୁରି ଭୟଙ୍କର ହୋଇପାରେ। ଏପରିକି ୨୦୨୧ ଶୀତ ଋତୁ ଶେଷ ସୁଦ୍ଧା ଭାରତରେ ପ୍ରତିଦିନ ପାଖାପାଖି ୨.୮୭ ଲକ୍ଷ ନୂତନ ସଂକ୍ରମିତ

ଏନ୍‌କାଉଣ୍ଟର୍ ରେ ଗ୍ୟାଙ୍ଗ୍‌ଷ୍ଟର୍ ବିକାଶ ଦୁବେ ନିହତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ନୌ ୧୦/୦୭: କାନପୁରରେ ଏନ୍‌କାଉଣ୍ଟର୍ କାରଣରୁ ଦୁର୍ଦ୍ଦାନ୍ତ ଗ୍ୟାଙ୍ଗ୍‌ଷ୍ଟର୍ ବିକାଶ ଦୁବେ ନିହତ ହୋଇଛନ୍ତି। ଖସି ପଳାଇଯିବାକୁ ଉଦ୍ୟମ କରୁଥିବା ବେଳେ ବିକାଶ ଦୁବେ ଉତ୍ତର ପ୍ରଦେଶ ସ୍ପେସାଲ୍ ଟାସ୍କ୍‌ ଫୋର୍ସଙ୍କ ଏନ୍‌କାଉଣ୍ଟର୍‌ର ସରବ୍ୟ ହୋଇଥିଲେ।
error: Content is protected !!
Open chat