ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍’
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୧୨/୦୭ : ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍’ର କଳାବଜାରି ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି।
!-->!-->!-->…