Daily Archives

July 14, 2020

କଂଗ୍ରେସରେ ନିଷ୍ଠା ମାନେ ଗେହଲଟଙ୍କ ଗୁଲାମି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ସକାଳେ ହେବାକୁ ଥିବା ରାଜସ୍ଥାନ କଂଗ୍ରେସ ବିଧାୟକର ଦଳ ବୈଠକରେ ଯୋଗ ଦେବେନି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ବିଳମ୍ୱିତ ରାତ୍ରିରେ ତାଙ୍କ ଅଫିସ ତରଫରୁ ଏହି ସୂଚନା ମିଳିଛି। ଅନ୍ୟପଟେ ରାଜସ୍ଥାନ କଂଗ୍ରେସ ଦାୟିତ୍ୱରେ ଥିବା ଦଳର ମୁଖପାତ୍ର

ଆଗାମୀ ଦିନରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍‌ଓ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜେନେଭା ୧୪/୦୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଏଡ଼ନୋମ୍‌ ଗେବ୍ରିୟେସସ୍‌ କହିଛନ୍ତି ଯେ, ଲୋକ ସଚେତନ ହେଉ ନ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା କୋଭିଡ-୧୯ର ମୁକାବିଲା କରୁଥିବା ସ୍ଵାସ୍ଥ୍ୟକର୍ମୀଙ୍କ ପାଇଁ ପିଏମଜିକେପି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା (ପିଏମଜିକେପି) ଅନ୍ତର୍ଗତ କୋଭିଡ-୧୯ର ମୁକାବିଲା କରୁଥିବା ସ୍ଵାସ୍ଥ୍ୟକର୍ମୀଙ୍କ ପାଇଁ ଘୋଷଣା

ନେପାଳ ପ୍ରଧାନମନ୍ତ୍ରୀଙ୍କ ବିବାଦୀୟ ବୟାନ :ପ୍ରଭୁ ଶ୍ରୀରାମ ଭାରତୀୟ ନୁହେଁ ନେପାଳି ଥିଲେ,ନେପାଳରେ ରହିଛି ପ୍ରକୃତ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ଭଗବାନ ଶ୍ରୀରାମଙ୍କ ଜନ୍ମଭୂମି ନେପାଳରେ ଓ ଶ୍ରୀରାମ ନେପାଳୀ। ପ୍ରକୃତ ଅଯୋଧ୍ୟା ଭାରତରେ ନୁହେଁ ବରଂ ନେପାଳରେ ରହିଛି ଏବଂ ଭଗବାନ ରାମଚନ୍ଦ୍ର ଭାରତୀୟ ନୁହଁନ୍ତି, ସେ ଜଣେ ନେପାଳୀ । ଏଭଳି ବିବାଦୀୟ ବୟାନ ରଖିଛନ୍ତି ନେପାଳ ପ୍ରଧାନମନ୍ତ୍ରୀ

କୋଭିଡ୍ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ଓ ପାରାମେଡିକାଲ କର୍ମଚାରୀଙ୍କୁ ଦୈନିକ ୨୪୦ ଟଙ୍କାର ଖାଦ୍ୟ ଭତ୍ତା ଦେବାକୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୭: ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଆଜି ସମସ୍ତ ଡାକ୍ତର ଓ ପାରାମେଡିକାଲ କର୍ମଚାରୀଙ୍କ ପାଇଁ ଦୈନିକ ୨୪୦ଟଙ୍କାର ଖାଦ୍ୟ ଭତ୍ତାର ବ୍ୟବସ୍ଥା କରିଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ସମସ୍ତ

କରୋନା ଆକ୍ରାନ୍ତ ପ୍ରସୂତୀ ମା ଓ ନବଜାତ ଶିଶୁକୁ ସ୍ୱତନ୍ତ୍ର ଚିକିତ୍ସାର ବ୍ୟବସ୍ଥା କରିଥିବା ଡାକ୍ତର ଓ…

ମାଲକାନଗିରି,୧୩ା୭ (ଓଡିଆ ପୁଅ ) ସମଗ୍ର ବିଶ୍ୱରେ କରୋନା ମହାମାରିର ଆତଙ୍କ ଦେଖାଦେଇଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲା କୋଭିଡ ହସପିଟାଲରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସମଗ୍ର ରାଜ୍ୟରେ ଉଦାହରଣ ସୃଷ୍ଟି କରିଛି,ଯହା କି ଖୋଦ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଟୁଇଟ

ଦିଲ୍ଲୀରେ ଦ୍ବିତୀୟ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘୋଷଣା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଦିଲ୍ଲୀରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଦ୍ବିତୀୟ ପ୍ଲାଜମା ବ୍ୟାଙ୍କ। ଆଜି ଏହା ଘୋଷଣା କରିଛନ୍ତି ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସରକାର ଏହି ପଦକ୍ଷେପ

ସହକର୍ମୀଙ୍କୁ ଯୌନ ନିର୍ଯାତନା ମାମଲା : ଆୟୁଷ ନିର୍ଦ୍ଦେଶକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୭: ଗତ ଜୁଲାଇ ୧୦ତାରିଖରେ ମହିଳା ଠିକା କର୍ମଚାରୀଙ୍କୁ ଯୌନ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ ବରିଷ୍ଠ ଓଏଏସ୍‌ ଅଫିସର୍‌ ତଥା ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀ। ପୁଲିସ୍‌ ତାଙ୍କ ବିରୋଧରେ ଆଇଟି ଆକ୍ଟ ସହ ଆଇପିସି ଦଫା ୩୫୪(ଡି), ୨୯୪,

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ଘୋଷଣା – ଭାରତରେ ଗୁଗୁଲ ୭୫ ହଜାର କୋଟି ଟଙ୍କା ନିବେଶ କରିବ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୪/୦୭ : କରୋନା ମହାମାରୀ ଭଳି ଏକ ସଙ୍କଟ ସମୟରେ ଗୁଗୁଲ ଏକ ବଡ଼ ପଦକ୍ଷେପ ନେଇଛି। ଭାରତରେ ଗୁଗୁଲ ୧୦ ବିଲିୟନ୍ ନିବେଶ କରିବ, ଯାହା ଭାରତୀୟ ମୁଦ୍ରାରେ ପ୍ରାୟ ୭୫୦୦୦ କୋଟି ଟଙ୍କା। ମୋଦୀଙ୍କ ସହ ସୋମବାର ଆଲୋଚନା କରିବା ପରେ ଗୁଗୁଲ ସିଇଓ
error: Content is protected !!
Open chat