Daily Archives

July 15, 2020

ଜିଓ ପ୍ଲାଟଫର୍ମରେ ନିବେଶ କରିବ ଗୁଗଲ୍‍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ବିଶ୍ୱର ୫ମ ସର୍ବବୃହତ ଅର୍ଥନୀତି ଭାବେ ପରିଗଣିତ ହେଉଥିବା ଭାରତରେ ନିଜ ସ୍ଥିତି ମଜଭୁତ କରିବାକୁ ଗୁଗଲ୍‍ ଆଗାମୀ ସାତବର୍ଷ ମଧ୍ୟରେ ପ୍ରାୟ ୧୦ବିଲିଅନ ଡଲାର ନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତ ସଂପ୍ରତି ବିଶ୍ୱର ପ୍ରମୁଖ ଇଣ୍ଟରନେଟ

ବରିଷ୍ଠ କଂଗ୍ରେସ ନେତା ସଞ୍ଜୟ ଝା ଦଳରୁ ନିଲମ୍ବିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ମହଙ୍ଗା ପଡ଼ିଲା ଦଳ ବିରୋଧୀ କାମ। ରାଜସ୍ଥାନରେ ସଚିନ୍ ପାଇଲଟ୍ ଓ ତାଙ୍କ ସମର୍ଥକଙ୍କ ପରେ କଂଗ୍ରେସ ଆଉ ଏକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। କଂଗ୍ରେସ ଏବେ ମହାରାଷ୍ଟ୍ରରେ ପାର୍ଟିର ନେତା ଥିବା ସଞ୍ଜୟ ଝା’ଙ୍କୁ ସସପେଣ୍ଡ କରିଛି।

କୋଭିଡ ରୋଗୀଙ୍କ ସୁବିଧା,ନିରାପତ୍ତା ଏବଂ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବା ପାଇଁ ବିଶେଷ ଗୁରୁତ୍ବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବା

ଓଲିଙ୍କ ବିବାଦୀୟ ‘ଅଯୋଧ୍ୟା’ ବୟାନ ନେଇ ସଫେଇ ଦେଲା ନେପାଳ ବୈଦେଶିକ ମନ୍ତ୍ରାଳୟ

ନୂଆଦିଲ୍ଲୀ / କାଠମାଣ୍ଡୁ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୭ : ନେପାଳ ପ୍ରଧାନମନ୍ତ୍ରୀ ଓଲି ନିଜର ଅଦ୍ଭୁତ ବୟାନକୁ ନେଇ ଆଲୋଚନାର ଶିକାର ହୋଇଥିବା ହେତୁ ନେପାଳର ବିଦେଶ ମନ୍ତ୍ରାଳୟ ସଫେଇ ଦେଇ କହିଛି ଯେ ଏହି ବୟାନର କୌଣସି ରାଜନୈତିକ ଲେନଦେନ ନାହିଁ । ଏହା ଦ୍ୱାରା କାହାର ଭାବନାକୁ ଆଘାତ

ରାଜସ୍ଥାନ ରାଜନୀତି ରେ ନୂଆ ମୋଡ: କଣ କରିବେ ସଚିନ ପାଇଲଟ ?

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭ : ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହୋଇଥିବା ସଚିନ ପାଇଲଟ ଏବେ କ‘ଣ କରିବେ, ତା’କୁ ନେଇ ଚର୍ଚ୍ଚା ଜୋରଧରିଛି। ସେ ବିଜେପିକୁ ଯିବେ ନା ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ଗୋଟି ଚାଳନା କରିବେ, ତା’ ଉପରେ ସମସ୍ତଙ୍କ

ଓଡ଼ିଶାରେ କରୋନା ଆରୋଗ୍ୟହାର ବଢ଼ୁଛି : ରାଜେଶ ଭୂଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭: କରୋନା ଅପଡେଟ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ରାଜେଶ ଭୂଷଣଙ୍କ ସୂଚନା। ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ବଢୁଥିବା କହିଲେ ରାଜେଶ। ଜୁଲାଇ ୧୨ ସୁଦ୍ଧା ଦେଶରେ କରୋନା ଆରୋଗ୍ୟ ହାର ୬୩% ରହିଛି। ଯାହା ଜାତୀୟ ହାର ଠାରୁ ୨୦ଟି ରାଜ୍ୟର

ଆଜି ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟା ରେ ଭିସି ଜରିଆରେ ଓଡ଼ିଶାରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ପ୍ଲାଜମା ଥେରାପି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। SCB ମେଡିକାଲରେ ଅପରାହ୍‌ଣ ୫ଟା ୧୫ରେ ଭିସି ଜରିଆରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ @Naveen_Odisha

ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍‌ କାଟ, ଘନଉଛି ଜନ ଅସନ୍ତୋଷ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭:ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍ କାଟ ରାଜଧାନୀବାସୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେଉଁଠି ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍‌ ହେଉଛି ତ କେଉଁଠି ପ୍ରତି ପାଞ୍ଚ ମିନିଟ୍‌ରେ ବିଜୁଳି ଲୁଚକାଳି ଖେଳୁଛି। ମରାମତି ବାହାନାରେ ଏଭଳି

ବିହାରରେ ଜୁଲାଇ ୧୬ରୁ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୧୫/୦୭ : କୋଭିଡ୍-୧୯ ବିସ୍ତାର ଦମନ କରିବାକୁ ଜୁଲାଇ ୧୬ରୁ ୩୧ ତାରିଖଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ହେବ ବ‌ୋଲି ମଙ୍ଗଳବାର ଦିନ ଉପ-ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭାରତରେ ପ୍ରସ୍ତୁତ ଦୁଇଟି ଭ୍ୟାକ୍ସିନ୍ ର ମାନବ ପରୀକ୍ଷଣ ଆରମ୍ଭ : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ଭାରତରେ ଏବେ ଦୁଇଟି କରୋନା ଟୀକା ଉପରେ ପରୀକ୍ଷଣ ଚାଲିଛି । ପଶୁମାନଙ୍କ ଉପରେ ସେଗୁଡ଼ିକର ପରୀକ୍ଷଣ ସଫଳର ରହିବା ପରେ ମାନବ ପରୀକ୍ଷଣ ଆରମ୍ଭ ହୋଇଛି ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର) ପକ୍ଷରୁ କୁହାଯାଇଛି । ସ୍ୱାସ୍ଥ୍ୟ
error: Content is protected !!
Open chat