Daily Archives

July 16, 2020

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର : ଏଣିକି ଘରୋଇ ଲ୍ୟାବ୍‌ରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : ଏଣିକି ଘରୋଇ ଲ୍ୟାବ୍‌ରେ ଆଣ୍ଟିଜେନ୍‌ ଟେଷ୍ଟ କରାଯାଇପାରିବ। ଏଥିପାଇଁ ୪୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ICMR ପ୍ରୋଟୋକଲ୍‌ ମାନି ଟେଷ୍ଟ କରିବାକୁ ଘରୋଇ ଲ୍ୟାବ୍‌କୁ ଅନୁମତି ଦିଆଯାଇଛି। ଏହି ଟେଷ୍ଟ ଦ୍ୱାରା ଲୋକମାନେ

ଫେସବୁକ ଯଦି ବେଶୀ ପସନ୍ଦ ତେବେ ଚାକିରି ଛାଡ଼ିଦିଅ : ଦିଲ୍ଲୀ ହାଇକୋର୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭: ସରକାରଙ୍କ ନିର୍ଦେଶକୁ ବିରୋଧ କରି ଫେସବୁକ୍ ବ୍ୟବହାର କରିବାକୁ ଅଦାଲତରେ ପହଞ୍ଚିଥିବା ଜଣେ ବରିଷ୍ଠ ସାମରିକ ଅଧିକାରୀଙ୍କୁ ଦିଲ୍ଲୀ ହାଇକୋର୍ଟ ଅତ୍ୟନ୍ତ କଠୋର ବାଣୀ ଶୁଣାଇଛନ୍ତି । ଅଦାଲତ କହିଛନ୍ତି ଯେ ଯଦି ଆପଣଙ୍କୁ ଫେସବୁକ୍ ବେଶୀ ପସନ୍ଦ

ଅଶ୍ୱିନୀ ହସ୍ପିଟାଲରେ ଗୁରୁତର କରୋନା କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜ୍‌ମା ଥେରାପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ବ୍ୟବସ୍ଥା କଟକ ଏସ୍‌ସିବି ମେଡିକାଲଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟିତ୍‌ ହୋଇଛି। ଏହାପରେ ପରେ SCBରେ ୪ ପ୍ଲାଜମା ସଂଗୃହୀତ ହୋଇଛି।

ଆରମ୍ଭ ହେଲା ପ୍ଲାଜମା ଥେରାପି, ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି : ମୁଖ୍ୟମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭:ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍‌ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଅପରାହ୍ନ ପ୍ରାୟ ୫.୩୦ରେ ଭିଡିଓ

କରୋନା ଭ୍ୟାକସିନ୍ ତିଆରି କରୁଥିବା ଭାରତୀୟ କମ୍ପାନୀ Zydus ଆରମ୍ଭ କରିଛି ମାନବ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : ଭାରତୀୟ ଔଷଧ କମ୍ପାନୀ Zydus Cadilla ବୁଧବାର ଦିନ କହିଛି ଯେ ,ଭ୍ୟାକସିନ ପାଇଁ ମାନବ ପରୀକ୍ଷଣ ଆରମ୍ଭ କରିଛି | କମ୍ପାନୀ କହିଛି ଯେ ZYCoV-D, ପ୍ଳାସମିଡ୍ ଡିଏନଏ ଭ୍ୟାକସିନକୁ ପ୍ରି-କ୍ଲିନିକାଲ୍ ଟକ୍ସିସିଟି ଅଧ୍ୟୟନରୁ ସୁରକ୍ଷିତ ବୋଲି

ବିଶ୍ୱର ବଡ଼ ବଡ଼ ନେତା, ଶିଳ୍ପପତି ଯଥା ବାରାକ ଓବାମା, ବେଞ୍ଜାମିନ , ଡାରେନ ବଫ, ବିଲ ଗେଟସଙ୍କ ଆକାଉଂଟ ହ୍ୟାକ : ଟୁଇଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭: ବିଶ୍ୱର ବଡ ବଜ ହସ୍ତୀଙ୍କ ଟ୍ୱିଟର ଆକାଉଂଟକୁ ହକ କଲେ ହ୍ୟାକର । ରାଜନେତା, ବଡ ବ୍ୟବସାୟୀ, ସେଲିବ୍ରେଟିଙ୍କ ଟ୍ୱିଟର ଆକାଉଂଟ ହ୍ୟାକ ହୋଇଯାଇଛି । ଟ୍ୱିଟର ଆକାଉଂଟ ହ୍ୟାକ କରିବା ପରେ ହ୍ୟାକର ସେହି ଟୁଇଟର ହ୍ୟାଣ୍ଡଲରୁ ଟ୍ୱିଟ୍ ବିଟ କଏନ

କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍‌ଲାଇନ୍‌ କ୍ଲାସ୍‌ର ସମୟ ସୀମାନେଇ ମାର୍ଗଦର୍ଶିକା ଜାରି : ଛୋଟ ପିଲା ଅଧଘଣ୍ଟାରୁ ଅଧିକ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ କ୍ଲାସ୍‌

କରୋନା ପାଇଁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସ୍କୁଲ ଆଡମିଶନ ତାରିଖ ବଢିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : କରୋନା ପାଇଁ ସ୍କୁଲରେ ଆଡମିଶନ ତାରିଖ ବଢାଇଲେ ସରକାର । ଆଡମିଶନ ତାରିଖ ଅଗଷ୍ଟ ୧୪ ଯାଏଁ ବୃଦ୍ଧି କରିଛି ଗଣଶିକ୍ଷା ବିଭାଗ । ପୂର୍ବରୁ ଜୁନ ୮ ‌ଆଡମିଶନ୍‌ ଆରମ୍ଭ ହୋଇ ଜୁଲାଇ 15 ତାରିଖ ଭିତରେ ସାରିବାକୁ ନିର୍ଦ୍ଦେଶ ଥିଲା । ସେହିପରି

ଭଲ ଇଂରାଜୀ କହିଲେ ଚଳିବନି, ପ୍ରତିଶୃତିବଦ୍ଧତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ: ଅଶୋକ ଗେହଲଟ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜୟପୁର ୧୬/୦୭ : ରାଜସ୍ଥାନ ରାଜନୈତିକ ପାଣିପାଗ ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ପଦରୁ ହଟାଇବାରେ ସକ୍ଷମ ହୋଇଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣି ସଚିନଙ୍କ ଉପରେ ବର୍ଷିଛନ୍ତି। ସଚିନ ବିଧାୟକଙ୍କୁ
error: Content is protected !!
Open chat