ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବାକୁ କଙ୍ଗନାଙ୍କୁ ସାହାଯ୍ୟ କରିବେ ସୁବ୍ରମଣ୍ୟମ ସ୍ୱାମୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୨୧/୦୭ : ବଲିଉଡ ଷ୍ଟାର ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ କଙ୍ଗନା ରାଣାୱାତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କଙ୍ଗନାଙ୍କ କହିବା ଅନୁଯାୟୀ, ସୁଶାନ୍ତ କେବେ ବି ଆତ୍ମହତ୍ୟା କରିନଥିବେ। ତାଙ୍କ!-->…