Daily Archives

July 28, 2020

ଧର୍ମଗଡ : କରୋନା ମାଡ଼ରେ ଭାଙ୍ଗି ପଡିଛନ୍ତି ମୂର୍ତ୍ତି କାରିଗର – ଗଣେଶ ପୂଜା ହେବା ନେଇ ସନ୍ଧିହାନରେ ଶିଳ୍ପୀ !…

ଧର୍ମଗଡ଼, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୮/୦୭ : କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତର୍ଗତ ଗୋଡ଼ଭଞ୍ଜ। ପଂଚାୟତର ମୂର୍ତ୍ତି କାରିଗର ମାନେ ଏବେ କରୋନା ମାଡ଼ରେ ଭାଙ୍ଗି ପଡିଛନ୍ତି । ଚଳିତ ବର୍ଷ ଗଣେଶ ପୂଜା ହେବ ନା ନାହିଁ ସେ ନେଇ ସନ୍ଧିହାନରେ ଅଛନ୍ତି ମୂର୍ତ୍ତି କାରିଗର, ତେଣୁ ସେମାନେ

ଆଜି ଠାରୁ ୭୨ ଘଣ୍ଟା ପାଇଁ ନୂଆପଡ଼ା ସହର ସଟ ଡାଉନ : ଗତକାଲି ଜିଲ୍ଲା ପୋଲିସ ମୁଖ୍ୟାଳୟରୁ ଚିହ୍ନଟ ହୋଇଥିଲେ ପଜିଟିଭ

ନୂଆପଡା, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୭ : ଆଜି ଠାରୁ ୭୨ ଘଣ୍ଟା ପାଇଁ ନୂଆପଡ଼ା ସହର ସଟ ଡାଉନ କରାଯାଇଛି । ନୂଆପଡ଼ା ସହରର ବାଣିକ ସଂଘ, ଓକିଲ ସଂଘ , ସାମ୍ବାଦିକ ସଂଘଙ୍କ ଆହ୍ୱାନ କ୍ରମେ ସମସ୍ତେ ସହଯୋଗ କରିଛନ୍ତି । ନୂଆପଡ଼ା ଜିଲ୍ଲାରେ ଦିନକୁ ଦିନ କରୋନା ସଂଖ୍ୟା ବଢ଼ିବାରେ

ପାଣିପାଗ ସମ୍ପର୍କିତ ସବିଶେଷ ତଥ୍ୟ : ଲଞ୍ଚ ହେଲା ‘ମୌସମ’ ଆପ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପାଣିପାଗ ସମ୍ପର୍କିତ ସବିଶେଷ ତଥ୍ୟ ଲୋକଙ୍କ ପାଖରେ ଉପଲବ୍ଧ ହେବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ମୌସମ’ ଆପ୍‌ ଲଞ୍ଚ୍‌ ହୋଇଛି। ଭୂବିଜ୍ଞାନ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ଏହି ଆପ୍‌ର ଶୁଭାରମ୍ଭ କରିଛନ୍ତି। ଏହା ସହର ଭିତ୍ତିକ ପାଣିପାଗ

ବ୍ଲମବର୍ଗ କରୋନା ଭାଇରସ୍ ଟ୍ରାକର କହିଲା, ବିଶ୍ୱରେ ସବୁଠୁ ଦ୍ରୁତ ଗତିରେ ଭାରତରେ ବଢୁଛି ସଂକ୍ରମଣ : ଦିନକୁ ପାଖାପାଖି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭:ଦେଶରେ ବଢିଚାଲିଛି କରୋନା ସଂକ୍ରମଣ । ଗତ ୭ ଦିନର ତଥ୍ୟ କହୁଛି, ପ୍ରତିଦିନ ପ୍ରାୟ ୫୦ହଜାର ଲୋକ କରୋନାରେ ସଂକ୍ରମିତ  ହେଉଛନ୍ତି । ବ୍ଲୁମବର୍ଗ କରୋନା ଭାଇରସ ଟ୍ରାକର ତଥ୍ୟ ଅନୁସାରେ, ଗତ ସପ୍ତାହରେ ପାଖାପାଖି ୨୦ ପ୍ରତିଶତ ହାରରେ ସଂକ୍ରମଣ

ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ଟପିଲା

ରାଜ୍ୟର ଦୈନିକ ବୃଦ୍ଧି ୫.୯୧ %, ଭୁବନେଶ୍ବରରେ ୭.୯୮%ତ୍ରିନାଥ ବସ୍ତିରୁ ୪୪ ପଜିଟିଭ୍ ଚିହ୍ନଟସୁସ୍ଥ ହେଲେଣି ହଜାରରୁ ଅଧିକ ରୋଗୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭: ରାଜଧାନୀରେ କରୋନା ରୋଗୀଙ୍କ ସଂଖ୍ୟା ୨ ହଜାର ଟପିଛି। ଗତ ୨୭ ଦିନରେ ୧୮୧୮ଜଣ ରୋଗୀ ଚିହ୍ନଟ ହେବା ପରେ

ମିଡ୍‌ ଡେ ମିଲ୍‌(ଏମ୍‌ଡିଏମ୍‌) ରାସନ୍‌ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍‌ ଫୋଲିକ୍‌ ଏସିଡ୍‌ ଟାବଲେଟ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ମିଡ୍‌ ଡେ ମିଲ୍‌(ଏମ୍‌ଡିଏମ୍‌) ରାସନ୍‌ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍‌ ଫୋଲିକ୍‌ ଏସିଡ୍‌ ଟାବଲେଟ୍‌। ଏହି ଟାବଲେଟ୍‌ ବାଣ୍ଟିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏମ୍‌ଡିଏମ୍‌ ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ।

ଶବ ସତ୍କାର ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କଲେ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭:ସନ୍ଦିଗ୍ଧ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେଲେ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି ପରିବାର ଲୋକେ। ସାହି ପଡ଼ିଶା, ବନ୍ଧୁ ବାନ୍ଧବ ଶବ ସତ୍କାର ନିମନ୍ତେ ଧରାଛୁଆଁ ଦେଉ ନାହାନ୍ତି। ଫଳରେ ଘଣ୍ଟା ଘଣ୍ଟା ଧରି ପଡ଼ି ରହୁଛି ଶବ। ଏପରିକି କରୋନା

ବିଶ୍ୱର ସର୍ବବୃହତ ଅନଲାଇନ ହାକାଥନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଅଗଷ୍ଟ ୧ ତାରିଖରେ ଭାରତରେ ଆୟୋଜିତ ବିଶ୍ୱର ସର୍ବବୃହତ୍‌ ଅନ୍‌ଲାଇନ ହାକାଥନର ଗ୍ରାଣ୍ଡ ଫିନାଲେକୁ ଉଦ୍‌ଘାଟନ କରିବେ । ଏହା ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ପରିଚାଳିତ ହେବ । ଏ ସଂପର୍କରେ

ରାଜ୍ୟରେ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି ପାଇବ କରୋନା ସଂକ୍ରମଣ : ବରିଷ୍ଠ ଚିକିତ୍ସକ ଅଶୋକ ମହାପାତ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ବି ପ୍ରତିଦିନ ଏହି ସଂକ୍ରମଣ ହାରକୁ ଦେଖି ଭୟ କରିବାରେ ଲାଗିଲେଣି। ତେବେ ନିକଟରେ ହେଉଥିବା ସର୍ଭେ ହେତୁ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା କୁହାଯାଉଥିବା

ସବ୍ୟସାଚୀ ହେଲେ ୟୁନିସେଫ୍ କରୋନା ଲଢ଼େଇର ଆଇଡଲ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: କରୋନା ମହାମାରୀ ବେଳେ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଛନ୍ତି ଓଡ଼ିଆ ହିରୋ ସବ୍ୟସାଚୀ ମିଶ୍ର। ଲକଡାଉନରେ ବାହାର ରାଜ୍ୟରେ ଫଶି ରହିଥିବା ଶ୍ରମିକଙ୍କୁ ସବ୍ୟସାଚୀ କେବଳ ସୁବିଧାରେ ଓଡ଼ିଶାକୁ ଫେରାଇ ଆଣିନାହାନ୍ତି ବରଂ ସେମାନଙ୍କ
error: Content is protected !!
Open chat