ଦେଶରେ ଦିନକରେ ୪୮,୯୧୬ ସଂକ୍ରମିତ ଚିହ୍ନଟ; ୭୫୭ ଆକ୍ରାନ୍ତ ମୃତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୭: ଜୁଲାଇ ୨୪ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧,୩୩୬,୮୬୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୮୪୯୪୩୧ ଜଣ ସୁସ୍ଥ!-->!-->!-->…