ଓଡ଼ିଶା ବିଧାନସଭାର ୫ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ! !
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୭ : ଓଡ଼ିଶା ବିଧାନସଭାର ୫ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ବାଚସ୍ପତି ସୂର୍ଯ୍ୟ ପାତ୍ର ସୂଚନା ଦେଇଛନ୍ତି ।
ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍ ଆଇସୋଲେସନ୍ରେ ରହିବାକୁ!-->!-->!-->!-->!-->…