ଦିଲ୍ଲୀ ବିମାନବନ୍ଦର ଜାରି କଲା ନୂଆ କୋଭିଡ୍-୧୯ ଗାଇଡ୍ଲାଇନ୍ : ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ ବିଦେଶୀ ଯାତ୍ରୀଙ୍କ ଲାଗି ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ଏଣିକି ବିଦେଶୀ ଯାତ୍ରୀ ୭ ଦିନିଆ!-->…