ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର ସଭାପତି ମହନ୍ତ ନୃତ୍ୟଗୋପାଲଦାସ କହିଛନ୍ତି, ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ସହାୟତା ନିଆଯିବ।!-->…