ରାଜସ୍ଥାନ ରାଜନୀତିରେ ନୂଆ ମୋଡ଼ : ଗେହଲଟଙ୍କ ଶକ୍ତି ପ୍ରଦର୍ଶନ, ଶତାଧିକ କଂଗ୍ରେସ ବିଧାୟକ ଉପସ୍ଥିତ !
ଜୟପୁର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୭ : ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିଦ୍ରୋହ ପରେ ଅଶୋକ ଗେହଲଟଙ୍କ ସରକାର ରହିବ କି ଯିବ ସେ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଶକ୍ତି ପ୍ରଦର୍ଶନ କରି ତାଙ୍କ ସପକ୍ଷରେ ବହୁମତ ଥିବା ପ୍ରମାଣ କରିଛନ୍ତି ଅଶୋକ ଗେହଲଟ । ଅଶୋକ!-->…