ରାଜଧାନୀରେ ବୋଲ ମାନୁନି କରୋନା : ଭୁବନେଶ୍ୱରରୁ ଆଉ ୪୫ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ!-->…