ଯୁକ୍ତ ତିନି ଆଡ଼ମିଶନ ପାଇଁ ଗାଇଡ ଲାଇନ ଜାରି କଲା ଉଚ୍ଚଶିକ୍ଷା ବିଭାଗ।
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ଉଚ୍ଚଶିକ୍ଷାରେ ନାମଲେଖା ପାଇଁ ଷ୍ଟୁଡ଼େଣ୍ଟ ଏକାେଡ଼ମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ପ୍ରକଳ୍ପ ଅଧୀନରେ ୨୦୨୦-୨୧ ପାଇଁ ଇ ନାମଲେଖା ପ୍ରଣାଳୀ ଓ ପ୍ରସ୍ତୁତି ସମ୍ପର୍କରେ ବିଭାଗ ପକ୍ଷରୁ ସମସ୍ତ ଡିଗ୍ରୀ, ସ୍ବୟଂଶାସିତ, ସଂସ୍କୃତ ଓ ସେଲ୍ଫ!-->…