ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୯୦୩ କରୋନା ଆକ୍ରାନ୍ତ, ୩୭୯ ମୃତ – ମୋଟ ଆକ୍ରାନ୍ତ ୬,୨୫,୫୪୪
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୭ : ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୮ ହଜାର ଟପିଛି। ଗତ ୨୪ ଘଣ୍ଟାରେ ୩୭୯ ରୋଗୀ ପ୍ରାଣ ହରାଇଥିବାବେଳେ ୧୮ ହଜାର ୨୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗୋଟିଏ ଦିନରେ ସର୍ବାଧିକ ୨୦ ହଜାର ୯୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ!-->!-->!-->…
