ଶ୍ରୀକ୍ଷେତ୍ରରୁ ଆଉ ୧୨ କରୋନା ପଜିଟିଭ ଚିହ୍ନଟ
ପୁରୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୧/୦୭ : ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।!-->…
