Daily Archives

August 4, 2020

ଅଯୋଧ୍ୟାର ନୂଆ ରେଳ ଷ୍ଟେସନ ରାମ ମନ୍ଦିରର ଭ୍ରମ ସୃଷ୍ଟି କରିବ : ରେଳ ବିଭାଗ ମନ୍ତ୍ରୀ ପିୟୁଷ ଗୋୟଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ରେ ଭୂମିପୂଜନ ହେବ । ଏଥି ପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ଏଠାରେ ଅତ୍ୟାଧୁନିକ ସେବା ଯୋଗାଇବା ପାଇଁ ରେଳବାଇ ମଧ୍ୟ ପ୍ରସ୍ତୁତ ହୋଇଛି । ରେଳବାଇ ରେଳଷ୍ଟେସନ

ଦେଶର ଶ୍ରେଷ୍ଠ କରୋନା ଡ୍ୟାସବୋର୍ଡ ମାନ୍ୟତାରେ ଓଡ଼ିଶାର କରୋନା ଡ୍ୟାସବୋର୍ଡ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୪/୦୮ : ଦୀର୍ଘ ତିନି ଚାରି ମାସ ଧରି କରୋନା ମହାମାରୀ ଭିତରେ ବଞ୍ଚିବା ଯେତିକି କଷ୍ଟକର ହୋଇଛି ଏ ସଂକ୍ରାନ୍ତ ତଥ୍ୟ ଓ ସୂଚନା ପାଇବା ପାଇଁ ମଧ୍ୟ ଲୋକଙ୍କ ଆଗ୍ରହ ସେତିକି ବଢ଼ିଛି। ଆଉ କୋଭିଡ୍ ଡାଟା ଯୋଗାଇବାରେ ଓଡ଼ିଶା ଡ୍ୟାସବୋର୍ଡଟି ଏବେ ସମସ୍ତଙ୍କର

ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮ :  ଆସନ୍ତା ୮ ତାରିଖରୁ ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ ଏହାର ନିର୍ଦ୍ଦେଶବାଳୀରେ କହିଛି, ବିମାନ ଯାତ୍ରା ପାଇଁ ଯୋଜନା କରିବା ପୂର୍ବରୁ ସମସ୍ତ

ସୁଶାନ୍ତ ସିଂହ ମୃତ୍ୟୁ ମାମଲା : ବିହାର ବିଧାନସଭାରେ ସିବିଆଇ ତଦନ୍ତ ଦାବି ସବୁ ଦଳର ବିଧାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୦୪/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ସୋମବାର ଦିନ ବିହାର ବିଧାନସଭାରେ ଉଠାଯାଇଥିଲା | ସୁଶାନ୍ତଙ୍କ ସମ୍ପର୍କୀୟ ଭାଇ ଓ ବିଧାୟକ ନିରାଜ ସିଂହ ବବ୍ଲୁ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି | ନିରାଜ ସିଂହଙ୍କ ଛଡା ଆରଜେଡିର

କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ୬ଷ୍ଠ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପିଲାଙ୍କ ପାଇଁ ଜାରି କଲା ଏକ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮: କରୋନା ମହାମାରୀ ଓ ଲକଡାଉନ ଯୋଗୁଁ ଏବର୍ଷ ଦେଶର ଶିକ୍ଷା ବ୍ୟବସ୍ଥା ବିଗିଡ଼ି ଯାଇଛି । ଏପର୍ଯ୍ୟନ୍ତ ପିଲାମାନେ ସ୍କୁଲ କିମ୍ବା କଲେଜ ଯାଇପାରିନାହାନ୍ତି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଆଜି ଉଚ୍ଚ ପ୍ରାଥମିକ

ଅଯୋଧ୍ୟା ଭୂମି ପୂଜନ : ଇକବାଲ ଅନସାରୀଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ କାର୍ଡ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୦୪/୦୮: ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ଏଥିପାଇଁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ପ୍ରଶାସନ ପକ୍ଷରୁ ପ୍ରଥମ ନିମନ୍ତ୍ରଣ କାର୍ଡ ଅଯୋଧ୍ୟା ଜମି ବିବାଦ ମାମଲାର ଲିଟିଗାଣ୍ଟ

କୁଳଭୂଷଣ ଯାଦବଙ୍କ ପାଇଁ ଓକିଲ ନିଯୁକ୍ତ ଲାଗି ଭାରତକୁ ଅନୁମତି ଦେଲେ ପାକିସ୍ତାନ ହାଇକୋର୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮: କୁଳଭୂଷଣ ଯାଦବଙ୍କ ପାଇଁ ଜଣେ ଓକିଲ ନିଯୁକ୍ତ କରିବା ଲାଗି ଭାରତୀୟ ସରକାରୀ କର୍ତ୍ତୃପକ୍ଷଙ୍କୁ ଅନୁମତି ଦେବାକୁ ସୋମବାର ଦିନ ଇସ୍‌ଲାମାବାଦ ହାଇକୋର୍ଟ ପାକିସ୍ତାନ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଯାଦବ କିଂବା ଭାରତ ସରକାରଙ୍କ ସମ୍ମିତି ବିନା
error: Content is protected !!
Open chat