Daily Archives

August 8, 2020

ବଲିଉଡ୍‌ର ଭେଟେରନା ଅଭିନେତା‌ ସଞ୍ଜୟ ଦତ୍ତ ଲୀଳବାତୀ ହସ୍‌ପିଟାଲ୍‌ରେ ଭର୍ତ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୮/୦୮: ବଲିଉଡ୍‌ର ଭେଟେରନା ଅଭିନେତା ତଥା ଦର୍ଶକଙ୍କ ସଞ୍ଜୁ ବାବା ସଞ୍ଜୟ ଦତ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ-ପ୍ରଶ୍ୱାସ ନେବାର କଷ୍ଟ ଓ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ମୁମ୍ବାଇର ଲୀଳବାତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।…

ଭଦ୍ରକ ଜିଲ୍ଲା ବାଂଶଡା ଅନ୍ତର୍ଗତ ଷଣ୍ଢଗଢ଼ା ଗାଁରେ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କରି ହତ୍ୟା ଅଭିଯୋଗ : ୨ଅଭିଯୁକ୍ତ…

ଭଦ୍ରକ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ପୂର୍ବ ଶତ୍ରୁତା ଓ ଟଙ୍କା ନେଣ-ଦେଣକୁ କେନ୍ଦ୍ର କରି, ଭଦ୍ରକ ଜିଲ୍ଲା ବାଂଶଡା ଥାନା ଅନ୍ତର୍ଗତ ଷଣ୍ଢଗଢ଼ା ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଖବର ନେବାରୁ ଜଣାପଡିଛି ଯେ, ଷଣ୍ଢଗଡା ଗାଁର ଦୁଃଶାସନ ସାହୁଙ୍କ ପୁଅ…

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ…

ଅଯୋଧ୍ୟାରେ ମସ୍‌ଜିଦ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେନି ଯୋଗୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮ : ଅଯୋଧ୍ୟାରେ ରାମ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନକୁ ନେଇ ଉତ୍ସାହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମସ୍‌ଜିଦକୁ ନେଇ ବିବାଦରେ ଛନ୍ଦି ହୋଇଛନ୍ତି। ସୁପ୍ରମିକୋର୍ଟ ନିର୍ଦେଶକ୍ରମେ ମୁସଲମାନମାନଙ୍କୁ ବାବ୍ରି ମସ୍‌ଜିଦର ବିକଳ୍ପ…

ଇଡିର ବଡ଼ ଖୁଲାସା : ସୁଶାନ୍ତ ସିଂଙ୍କ ଖାତାରୁ ରୀୟାଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ଆକାଉଣ୍ଟକୁ ଯାଉଥିଲା ଟଙ୍କା ! !

ମୁ‌ମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଇଡିର ପଚରାଉଚରା ବେଳେ ରୀୟା ଚକ୍ରବର୍ତୀଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟ ସାମ୍ନାକୁ ଆସିଛି । ଏହି ଷ୍ଟେଟମେଣ୍ଟରୁ ପ୍ରମାଣିତ ହେଉଛି ଯେ ସୁଶାନ୍ତ ସିଂ ରାଜପୁତ ଖାତାରୁ ଟଙ୍କା…

ଚମକିଲେ ଆଉ ଜଣେ ଓଡ଼ିଆ ‘ନିଖିଳ ରଥ’ : ଟ୍ଵିଟ କରି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମାନବ ରହିତ ଗଗନଯାନ ମିଶନ ପାଇଁ ଚୂଡ଼ାନ୍ତ ୪ ଜଣ ମହାକାଶଚାରୀଙ୍କ ମଧ୍ୟରେ ବଲାଙ୍ଗୀର ସୁନ୍ଦରପଦାର ନିଖିଲ ରଥ । ବର୍ତ୍ତମାନ ଚଣ୍ଡୀଗଡ଼ ଏୟାରବେସ ରେ ୱିଙ୍ଗ୍ କମାଣ୍ଡର ଭାବେ କାର୍ଯ୍ୟରତ ଅଛନ୍ତି ନିଖିଲ ରଥ । …

ଚାନ୍ଦବାଲି ଅଞ୍ଚଳରେ ବିକାଶର ଆଉ ଏକ ନଗ୍ନ ଚିତ୍ର : ପକ୍କା ରାସ୍ତା ନ ଥିବାରୁ ଗାଁକୁ ଯାଇ ପାରିଲାନାହିଁ ଗାଡି,…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ପୁଣି ଥରେ ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକରେ ବିକାଶର ଏକ ନଗ୍ନ ଚିତ୍ର ପଦାରେ ପଡିଛି । ଗାଁ ରାସ୍ତା ମାଟି କାଦୁଅ ପଚପଚ ହେଉଥିବାରୁ କୌଣସି ଚାରିଚକିଆ ଗାଡି ନଯିବା ଫଳରେ ବାଧ୍ୟହୋଇ ଜଣେ ୭୦ ବର୍ଷିୟା ବୃଦ୍ଧାଙ୍କୁ ସାଙ୍ଗୀ-ଦୋଳିରେ…

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ, କେଜ୍ରିୱାଲ ୨ୟ ଓ ୬ଷ୍ଠରେ ନବୀନ:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଦେଶରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ। ତାଙ୍କ ପଛକୁ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ୩ୟ ସ୍ଥାନରେ ଅଛନ୍ତି ଆନ୍ଧ୍ରପ୍ରଦେଶ…

ରାଜଗାଙ୍ଗପୁରରେ ବଢି ଚାଲିଛି କରୋନା ସଂକ୍ରମଣ : ପ୍ରଶାସନ ପକ୍ଷରୁ ସହରକୁ ଦୁଇ ଦିନିଆ ସଟଡାଉନ ଘୋଷଣା

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ମହାମାରୀ କରୋନା ରଚି ଚାଲିଛି ତାଣ୍ଡବ, ସାରା ବିଶ୍ୱ କୁ ସ୍ତବଧ କରିଛି । ବୀରଦର୍ପରେ ମାଡି ଚାଲିଛି ଏହି ମହାମାରୀ।ସରକାରଙ୍କ କଟକଣା ହାର ମାନିଛି ତା ନିକଟରେ - ସତେକି ଗୋଟିଏ ସାହସୀ ଯୋଦ୍ଧା !! କରୋନା ପ୍ରକୋପରୁ ବାଦ ପଡିନି ସୁନ୍ଦରଗଡ଼…

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଆଶୁ ଆରୋଗ୍ଯ କାମନା କରି SRCT ଅଧ୍ୟକ୍ଷ ରଞ୍ଜିତ…

ସୁଲୋଚନା ରାମକୃଷ୍ଣ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରଞ୍ଜିତ ମହାପାତ୍ର କେନ୍ଦ୍ର ପିଏନଜି-ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଶୀଘ୍ର ଆରୋଗ୍ୟ କାମନା ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ଦୀପ ଦାନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଅତି ଘନିଷ୍ଠ…
error: Content is protected !!
Open chat