Daily Archives

August 19, 2020

ଡାବୁଗାଁ ବିଧାୟକ ମନୋହର ରାନ୍ଧାରୀ : ତିନିଥର ବିଧାୟକ ହୋଇ ମଧ୍ୟ ଧାନକ୍ଷେତରେ କାମ କରୁଥିବା ବିଧାୟକଙ୍କ କାମକୁ…

ନବରଙ୍ଗପୁର/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮ : ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ମନୋହର ରନ୍ଧାରୀଙ୍କ ବିଭିନ୍ନ ସମୟରେ ଭିନ୍ନଢଙ୍ଗରେ କାର୍ଯ୍ୟ କରି ସବୁବେଳେ ଚର୍ଚ୍ଚିତ ରହିଛନ୍ତି । ତିନି ଥର ବିଧାୟକ ହୋଇ ମଧ୍ୟ ଏବେ ସେ ନିଜ ଚାଷ…

ଜୋ ବାଇଡେନ୍ ଆମେରିକାର ୨୦୨୦ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ‌ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୮: ନଭେମ୍ବର ମାସରେ ହେବାକୁ ଥିବା ଯୁକ୍ତରାଷ୍ଟ୍ର ଆମେରିକାର ୨୦୨୦ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଡେମୋକ୍ରାଟି ପାର୍ଟି ଜୋ ବାଇଡେନ୍‌ଙ୍କୁ ବିଧିବଦ୍ଧ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରିଛି। ରାଷ୍ଟ୍ରପତି ହେବା ନିମନ୍ତେ…

‘ଜାତୀୟ ନିଯୁକ୍ତି ଏଜେନ୍ସି’ ପ୍ରତିଷ୍ଠା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ : ଦେଶରେ…

କେନ୍ଦ୍ର ସରକାର ନ୍ୟାସନାଲ ରିକ୍ର‌୍ୟୁମେଣ୍ଟ ଏଜେନ୍ସି(ଏନଆରଏ)କୁ ମଞ୍ଜୁରୀ ଦେଇଛନ୍ତି। ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଦକର ଆଜି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ସୂଚନା ଦେଇ ଏହା କହିଛନ୍ତି। ଚାକିରି ପାଇଁ ପ୍ରାର୍ଥୀଙ୍କୁ ବହୁ ବାର ପରୀକ୍ଷା…

ପ୍ରଥମ ଥର ପାଇଁ ଭାରତୀୟ ରେଳବାଇରେ ପ୍ଲାଟଫର୍ମ ଟିକେଟର ମୂଲ୍ୟ ୫୦ ଟଙ୍କା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: ପୁନେ ଜଙ୍କସନ ଷ୍ଟେସନରେ, ରେଳବାଇ ପ୍ଲାଟଫର୍ମ ଟିକଟର ମୂଲ୍ୟକୁ ବଢ଼ାଇ ୫୦ ଟଙ୍କା କରି ଦିଆଯାଇଛି । ଏହା ପରେ ସୋସିଆଲ ମିଡ଼ିଆରୁ ନେଇ ରାଜନୈତିକ ସ୍ତରରେ ଖୁବ ଚର୍ଚା ହୋଇଛି । ଏହା ଭିତରେ ରେଳବାଇର ପ୍ରବକ୍ତା ସଫେଇ ଦେଇ କହିଛନ୍ତି ଯେ କରୋନା…

ରୁଷୀୟ ଅର୍ଥ ଲଗାଣକାରୀ ସଂସ୍ଥା ସିଇଓ ‘କିରିଲ‌ ଡିମିତ୍ରିଏଭ’ଙ୍କ ବୟାନ – “ଭାରତରେ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: ଭାରତରେ କୋଭିଡ୍ ଟିକା ସ୍ପୁଟ୍‌ନିକ୍-୫ ଉତ୍ପାଦନ କରିବାକୁ ମସ୍କୋ ଆଗ୍ରହୀ ବୋଲି ରୁଷ୍‌ର ‘ଡାଇରେକ୍ଟ୍‌ ଇନ୍‌ଭେଷ୍ଟମେଣ୍ଟ୍‌ ଫଣ୍ଡ୍‌’ର ସିଇଓ କିରିଲ୍‌ ଡିମିତ୍ରିଏଭ୍ କହିଛନ୍ତି। ରୁଷୀୟ ଟିକା ବିକାଶ ନିମନ୍ତେ ଏହି ସଂସ୍ଥା ଅର୍ଥ ବିନିଯୋଗ…

ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସ୍ଥିତି ସମୀକ୍ଷା : ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲା ଲାଗି ସ୍ବତନ୍ତ୍ର…

ସପ୍ତାହକ ମଧ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ହଜାରକୁ ବୃଦ୍ଧି ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୦୯୬ ପରୀକ୍ଷା ଦେଶରେ ସର୍ବାଧିକ ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: କୋଭିଡ଼-୧୯ ମୁକାବିଲା ନିମନ୍ତେ ଖୋର୍ଧା, କଟକ,…

ଆଜି ପ୍ରକାଶ ପାଇଲା +୨ ବାଣିଜ୍ୟ ପରୀକ୍ଷାଫଳ : ନୟାଗଡ଼ ଜିଲ୍ଲାରେ ସର୍ବାଧିକ ୮୮.୭୦% ପାସ‌ ହାର ଥିବାବେଳେ ଦେବଗଡ଼…

ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ଟ୍ୱିଟ କରି ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ । ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮ : ଆଜି ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ +୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ।…

ଉପଭୋକ୍ତାଙ୍କୁ ଆଉ ଯିବାକୁ ପଡ଼ିବନି ବିଦ୍ୟୁତ୍‌ ଅଫିସ୍‌ : ସଂଯୋଗ ଓ ସରବରାହ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ପାଇଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୮: ବିଦ୍ୟୁତ୍‌ ସଂଯୋଗ ଓ ସରବରାହ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ପାଇଁ ଆଉ ବିଦ୍ୟୁତ୍‌ ଅଫିସ୍‌ ଯିବାକୁ ପଡ଼ିବନି। ଏଣିକି ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ଏହିସବୁ ସେବା ଉପଲବ୍ଧ କରାଯିବା। ଏଥିପାଇଁ ରାଜ୍ୟ ଶକ୍ତି ବିଭାଗ ଏକ…

ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ନିୟମରେ ପରିବର୍ତ୍ତନ : ବାଲାନ୍ସ ନ ଥାଇ ଉଠାଣ କଲେ ପଡ଼ିବ ଏଟିଏମ୍‌ ଚାର୍ଜ,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୮: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଏହାର କେତେକ ଏଟିଏମ୍‌ରୁ ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ ଆଣିଛି। ପରିବର୍ତ୍ତିତ ନିୟମ ଅନୁଯାୟୀ, ଏସ୍‌ବିଆଇ ମେଟ୍ରୋ ସହରର ସଞ୍ଚୟ ଜମା ଖାତାଧାରୀଙ୍କୁ ଏଟିଏମ୍‌ରୁ ମାସକରେ ୮ ଥର ଓ ଗ୍ରାମାଞ୍ଚଳରେ ୧୦ଥର…

ରାଜଗାଙ୍ଗପୁର: ଜୁଆ ଆଡ୍ଦା ଉପରେ ପୋଲିସ ଚଢ଼ଉ – ୧୬ ଗିରଫ, ୩୭,୭୩୪ ଟଙ୍କା ସମେତ, ୩ ମଟର ସାଇକେଲ,୧୬ଟି ମୋବାଇଲ…

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ/ସୌମ୍ୟଜିତ ସ୍ୱାଇଁ),୧୯/୦୮: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସହରରେ ନିଶା ଓ ଜୁଆ ଖେଳ ଦିନକୁ ଦିନ ବଢ଼ିବାରେ ଲାଗିଛି। ଛୁଆ ଠାରୁ ବୁୁୁୁୁୁଢା ପର୍ଯ୍ୟନ୍ତ ଆବାଳବୃଦ୍ଧ ସମସ୍ତେ ଏହି କୁ-କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ଫଳରେ ସମାଜରେ ଏହାର କୁପ୍ରଭାବ…
error: Content is protected !!
Open chat