Daily Archives

August 21, 2020

ଆନ୍ଧ୍ରପ୍ରଦେଶ: ଚିତ୍ତୂର ନିକଟରେ ଏକ ଘରୋଇ ଦୁଗ୍ଧ କାରଖାନାରେ ଆମୋନିଆ ଗ୍ୟାସ ଲିକ ହେବା ଯୋଗୁଁ ୧୪ ଜଣ ମହିଳା…

ତିରୁପତି/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୧/୦୮: ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାର ପୁତଳପଟ୍ଟୁ ନିକଟ ଏମ୍. ବଣ୍ଡାପଲ୍ଲୀ ଗ୍ରାମରେ ଥିବା ‘ହାଟ୍‌ସନ୍ ଡାଇରି’ ୟୁନିଟ୍‌ରେ ଗତକାଲି ରାତି ପ୍ରାୟ ୯. ୩୦ରେ ଆମୋନିଆ ଗ୍ୟାସ୍ ଲିକ ହେବା ଯୋଗୁଁ ପ୍ରାୟ ୧୪ ଜଣ ମହିଳା କର୍ମଚାରୀଙ୍କ ସମେତ…

ସେପ୍ଟେମ୍ବର ୧ରୁ ବଢ଼ିବ ବିମାନ ଟିକେଟର ଦାମ : ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଆସନ୍ତା ମାସରୁ ଘରୋଇ ତଥା ଆନ୍ତର୍ଜାତୀୟ ଯାତ୍ରୀଙ୍କ ଉପରେ ଆଦାୟ ହେଉଥିବା ବିମାନ ସୁରକ୍ଷା ଶୁଳ୍କ (ଏଏସଏଫ) ବୃଦ୍ଧି ପାଇବ | ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି | ସେପ୍ଟେମ୍ବର ୧ରୁ ଏହି ନିୟମ ଲାଗୁ ହେବ…

ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତାକାଲି(ଶୁକ୍ରବାର)ଠାରୁ ଆବେଦନ ଆରମ୍ଭ ହେବ । ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ…

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅବସର ନେବା ପରେ ପ୍ରଶଂସାରେ ପୋତି ପକାଇଲେ ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଶନିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାରତୀୟଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧୋନିଙ୍କୁ ଚିଠି ଲେଖି ତାଙ୍କୁ ପ୍ରଶଂସା…

କରୋନା ଭାଇରସର ମୁକାବିଲା ପାଇଁ ନିମ୍ବକୁ ନେଇ ଭାରତରେ ଆରମ୍ଭ ହେବ ହ୍ୟୁମାନ ଟ୍ରାଏଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ନିମ୍ବର ସ୍ୱାଦରେ ମଧୁରତା ନାହିଁ ସତ, ହେଲେ ଏହାର ଉପକାର ଅମୃତ ପରି ମଧୁର। ଏବେ ବୈଜ୍ଞାନିକ ଏବଂ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଛନ୍ତି କରୋନା ମୁକାବିଲା କ୍ଷେତ୍ରରେ ନିମ୍ବର ବ୍ୟବହାର ବେଶ ଉପଯୋଗୀ ହୋଇପାରିବ। ଏ ନେଇ ଗବେଷଣା ଆରମ୍ଭ ହୋଇଛି।…

ଜେଇଇ ମେନ୍‍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ଜେଇଇ ମେନ୍‍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‍ ଏବଂ ଜେଇଇ ମେନ୍‍…

ବିଶ୍ୱବ୍ୟାପୀ ଧିମାପଡ଼ିଲା ଗୁଗୁଲ : ଜି-ମେଲ (G-mail)ଡାଉନ , ଲଗ୍‌ଇନ କରିପାରୁ ନାହାନ୍ତି ୟୁଜର,ଯାଉନି ମେସେଜ୍,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ବିଶ୍ଵରେ ବହୁଳ ବ୍ୟବହାରକାରୀ ଇଣ୍ଟରନେଟ୍ ସେବା ‘ଗୁଗୁଲ୍’ ଆଜି ସକାଳୁ ଧିମା ହୋଇଯାଇଛି। ଡାଉନ୍‌ଟାଇମ୍ ଟ୍ରାକିଂ ଓ୍ଵେବସାଇଟ୍ ‘ଡାଉନ୍‌ଡିଟେକ୍ଟର’ର ତଥ୍ୟ ଅନୁସାରେ ଆଜି ସକାଳ ୯.୩୦ରୁ ଗୁଗୁଲ୍ ସେବା ଧିମା ହୋଇପଡ଼ିଛି। ଏହା କେବଳ କିଛି…

ଆରମ୍ଭ ହେଲା ଶ୍ରୀ ରାମ ଜନ୍ମଭୂମି ମନ୍ଦିର ନିର୍ମାଣ କାର୍ଯ୍ୟ : ଟ୍ୱିଟ୍ କରି ଶ୍ରୀ ରାମ ଜନ୍ମଭୂମି ତିର୍ଥ କ୍ଷେତ୍ର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଅଯୋଧ୍ୟା ୨୧/୦୮: ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସବିଆରଆ ରୁକ୍କି, ଏଲ ଆଣ୍ଡ ଟି ସହିତ ଆଇଆଇଟି ମାଡ୍ରାସର ଇଞ୍ଜିନିୟରମାନେ ମନ୍ଦିର ନିର୍ମାଣ ସ୍ଥାନରେ ମାଟି ପରୀକ୍ଷା କରିଛନ୍ତି।…
error: Content is protected !!
Open chat