Monthly Archives

August 2020

ଅସହାୟଙ୍କ ହିରୋ ଅଭିନେତା ସୋନୁ ସୁଦ୍ : ଉତ୍ତରପ୍ରଦେଶର ଜଣେ ଯୁବତୀଙ୍କ ଆଣ୍ଠୁ ପ୍ରତିରୋପଣ ପାଇଁ ଆର୍ଥିକ ସହାୟତା ଦେବା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଗାଜିଆବାଦ୍ ୧୪/୦୮ : ପରଦାରେ ଖଳନାୟକ ଭୂମିକାରେ ଦର୍ଶକଙ୍କ ମନୋରଞ୍ଜନ କରୁଥିଲେ ମଧ୍ୟ ଅସଲ ଜୀବନରେ ଅସହାୟଙ୍କ ହିରୋ ବନି ଯାଇଛନ୍ତି ଅଭିନେତା ସୋନୁ ସୁଦ୍। ଲକଡାଉନ ଆରମ୍ଭ ହେବା ପରଠାରୁ ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବାଠାରୁ ଆରମ୍ଭ କରି ଅସହାୟଙ୍କୁ ଆର୍ଥିକ

“ସଡ଼କ-୨”କୁ ୫୦ ଲକ୍ଷରୁ ଅଧିକ ଡିସ୍‌ଲାଇକ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୧୪/୦୮: ବଲିଉଡ୍ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ -୨’ର ପୋଷ୍ଟର ରିଲିଜ୍‌ ହେବା ସମୟରେ ଫିଲ୍ମଟି ବିବାଦରେ ଛନ୍ଦି ହୋଇପଡ଼ିଥିଲା। ୧୨ ଅଗଷ୍ଟରେ ଫିଲ୍ମର ଟ୍ରେଲର ୟୁଟ୍ୟୁବ୍‌ରେ ରିଲିଜ୍‌ ହୋଇଛି। ୟୁଟ୍ୟୁବ୍‌ରେ ଏହି ଟ୍ରେଲରଟି ଟ୍ରେଣ୍ଡ

ରାମଜନ୍ମ ଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ତଥା ଅଯୋଧ୍ୟାର ବରିଷ୍ଠ ମହନ୍ତ ନିତ୍ୟ ଗୋପାଳ ଦାସଙ୍କୁ କରୋନା,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୧୪/୦୮: ରାମଜନ୍ମ ଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ତଥା ଅଯୋଧ୍ୟାର ବରିଷ୍ଠ ମହନ୍ତ ନିତ୍ୟ ଗୋପାଲ ଦାସ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗଷ୍ଟ ୫ ତାରିଖରେ

ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା: ଓଏଏସ୍ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ପୂର୍ବତନ ଆୟୁଷ ନିର୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ଗୁରୁବାର ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟାରେ ଥିଲେ । ସୂଚନା ଅନୁଯାୟୀ, ଶ୍ରୀ ଷଡ଼ଙ୍ଗୀ ତାଙ୍କର ଜଣେ

ଆଜି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଲଞ୍ଚ୍‌ କରିବେ “ଫିଟ୍‌ ଇଣ୍ଡିଆ ଫ୍ରିଡମ୍‌ ରନ”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮: କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ସାରା ଦେଶରେ ସର୍ବ ବୃହତ୍‌ ଫିଟ୍‌ ଇଣ୍ଡିଆ ଫ୍ରିଡମ୍‌ ରନ ଲଞ୍ଚ୍‌ କରିବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତତ୍ତ୍ୱାବଧାନରେ ଏହା ଆୟୋଜନ ହେବ। ଏହି ରନ୍‌ ଅଗଷ୍ଟ ୧୫ରୁ ଅକ୍ଟୋବର ୨ ତାରିଖ

କୌଣସି ରାଜ୍ୟ ସରକାର ନିଜ ଇଚ୍ଛାରେ କିଣି ପାରିବେନି କରୋନା ଟିକା :କେନ୍ଦ୍ର ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮ : ମହାମାରୀ କରୋନାକୁ ମାତ ଦେବା ପାଇଁ ଏକାଧିକ ଟିକା ଏବେ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ଯାଇଛି। କିଛି କରୋନା ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ ପରୀକ୍ଷା ଚାଲିଥିବା ବେଳେ ଆଉ କିଛି ଟିକାର ଉତ୍ପାଦନ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାକୁ

ବ୍ରାଜିଲ୍‌ର ପ୍ରାଦେଶିକ ରାଜ୍ୟପାଳଙ୍କ ଆର୍ଥିକ ଦୁର୍ନୀତି :ପ୍ରବର୍ତ୍ତନ ନିର୍ଦେଶାଳୟ ଦ୍ଵାରା ୬୭ ଭାରତୀୟ ବ୍ୟବସାୟୀ ଓ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮: ବ୍ରାଜିଲ୍‌ର ଅନୁରୋଧକ୍ରମେ ଭାରତରେ ଥିବା ବିଭିନ୍ନ ଭାରତୀୟ ବ୍ୟବସାୟୀ ଏବଂ କମ୍ପାନିର ୬୭ଟି ବ୍ୟାଙ୍କ୍‌ ଆକାଉଣ୍ଟ୍‌ ଫ୍ରିଜ୍ କରିଥିବା କଥା ଗୁରୁବାର ଦିନ ପ୍ରବର୍ତ୍ତନ ନିର୍ଦେଶାଳୟ ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛି। ବ୍ରାଜିଲ୍‌ର ଜଣେ

ଭାରତରେ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ କିଣିବ ‘ଟିକ୍-ଟକ୍’ର ମାଲିକାନା : ଦେଶକୁ ପୁଣି ଫେରିବା ଆଶା ଉଜ୍ଜଳ

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଟିକଟକ୍ ବ୍ୟବହାରୀଙ୍କ ପାଇଁ ଏକ ଖୁସି ଖବର । ଭାରତକୁ ପୁଣି ଫେରିପାରେ ଟିକ୍ ଟକ୍ । ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଜିଓ ଟିକଟକର ଭାରତ କାରବାର କିଣିବା ନେଇ କଥାବାର୍ତା ଚଳାଇଥିବା ସୂଚନା ମିଳିଛି । ଅନୁରୂପ ଭାବରେ ଆମେରିକାରେ

ରାଜଗାଙ୍ଗପୁର: ବିଜୁ ଜନତା ଦଳ ପକ୍ଷରୁ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମରେ ୬୦ ୟୁନିଟ ରକ୍ତ ସଂଗୃହିତ

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : କରୋନା ମହାମାରୀ ସମୟରେ ରକ୍ତର ଅଭାବକୁ ନଜରରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଅଗଷ୍ଟ ୯ କ୍ରାନ୍ତି ଦିବସ ରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି ଜୀବନବିନ୍ଦୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ଆହ୍ୱାନ ଦେଇଛନ୍ତି।

ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଆଶ୍ୱାସନା : ଭାରତ ବିରୁଦ୍ଧରେ କୌଣସି କାର୍ଯ୍ୟକଳାପକୁ ବ୍ରିଟେନରେ ପ୍ରଶ୍ରୟ ଦିଆଯିବ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ ଆଶ୍ୱାସନା ଦେଇଛନ୍ତି ଯେ ତାଙ୍କ ଦେଶ ଖାଲିସ୍ତାନୀ ଗତିବିଧି କିମ୍ବା ଭାରତ ବିରୁଦ୍ଧରେ କୌଣସି କାର୍ଯ୍ୟ କଳାପକୁ ସମର୍ଥନ କରେ ନାହିଁ । ବ୍ରିଟିଶ ସିକ ଅଶ୍ୱସିଏସାନର ଚେୟାରମ୍ୟାନ ଓ ବ୍ୟବସାୟୀ ଲର୍ଡ଼
error: Content is protected !!
Open chat