Monthly Archives

August 2020

ରୁଷୀୟ କୋଭିଡ୍‌-୧୯ ଟିକା ‘ସ୍ପୁଟ୍‌ନିକ୍‌-ଭି’ : ଭାରତରେ ଡିସେମ୍ବରରୁ ହୋଇପାରେ ଉପଲବ୍ଧ

ନୂଆଦିଲ୍ଲୀ/ମସ୍କୋ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ପୂର୍ବ ଘୋଷଣା ମୁତାବକ ରୁଷିଆର ସରକାରୀ ପ୍ରତିଷ୍ଠାନ 'ଗମାଲେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଏପିଡର୍ମିଓଲୋଜି ଆଣ୍ଡ୍‌ ମାଇକ୍ରୋବାୟୋଲୋଜି' ଏବଂ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ବାରା ବିକଶିତ ଏକ କୋଭିଡ୍‌ ଟିକାର ଲୋକାର୍ପଣ

ଆଜି ପ୍ରକାଶ ପାଇଲା ବିପିୟୁଟି ପରିଚାଳିତ ବି-ଟେକ ଓ ଏମ.ଏସ.ସି. ପରୀକ୍ଷାଫଳ : ପାସ‌ହାର ୯୩ ପ୍ରତିଶତ

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଆଜି ବିପିୟୁଟି ଅଧିନରେ ପରିଚାଳିତ ବି-ଟେକ ଓ ଏମ.ଏସ.ସି. ପରୀକ୍ଷାଫଳ ପ୍ରକାଶ ପାଇଛି। ଏନେଇ ବିପିୟୁଟିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବିପିୟୁଟି କର୍ତ୍ତୃପକ୍ଷ କହିଛନ୍ତି ଯେ, ବିଟେକ୍ ଓ ଏମ୍ଏସସିର ଫାଇନାଲ ସେମିଷ୍ଟରରେ ୯୩ ପ୍ରତିଶତ

କମିଶନରେଟ ପୋଲିସ ଟ୍ୱିଟ କରି ଦେଲେ ସୂଚନା : ଚଳିତ ବର୍ଷ ଭୁବନେଶ୍ୱର – କଟକ ମହାନଗରରେ ହେବ ନାହିଁ ଗଣେଶ ପୂଜା !…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଟ୍ୱିନ ସିଟିରେ ଗଣେଶ ପୂଜା ମନା। ପୋଲିସ କମିଶନରେଟ ଟ୍ୱିଟ କରି ସୂଚନା ଦେଇଛନ୍ତି ଯେ ଚଳିତ ବର୍ଷ ଭୁବନେଶ୍ୱର-କଟକ ମହାନଗରରେ ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖି ଏପରି ନିଷ୍ପତ୍ତି ନିଆଯାଇଛି

+୨ ବିଜ୍ଞାନରେ ଶୂନ୍ୟ ପରୀକ୍ଷାଫଳ : ୧୫ଟି ହାୟର-ସେକେଣ୍ଡାରୀ ସ୍କୁଲକୁ କାରଣ ଦର୍ଶାଅ ନୋଟିସ – ଉଚ୍ଚ ମାଧ୍ୟମିକ…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ଗତକାଲି ପ୍ରକାଶ ପାଇଥିଲା। ଏହି ପରୀକ୍ଷାରେ ରାଜ୍ୟର ୧୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶୂନ ରେଜଲ୍ଟ କରିଛି। ଶୂନ ରେଜଲ୍ଟ ୧୫ଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ନୋଟିସ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା

‘ଟ୍ରାନ୍ସପାରେଣ୍ଟ ଟାକ୍ସେସନ – ଅନରିଂ ଦ ଅନେଷ୍ଟ’ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କଲେ ନୂତନ ଟିକସ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ଟିକସ ପ୍ଲାଟଫର୍ମ ଆରମ୍ଭ କରିଛନ୍ତି। ସଚ୍ଚୋଟ ଟିକସଦାତାଙ୍କୁ ଉତ୍ସାହିତ କରିବା ଏବଂ ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ଏକ ନୂତନ ସ୍ୱତନ୍ତ୍ର ପ୍ଲାଟଫର୍ମ

ରାଜସ୍ଥାନ ରାଜନୈତିକ ସଙ୍କଟର ପରିସମାପ୍ତି : ସଚିନ ରାଜସ୍ଥାନ କଂଗ୍ରେସକୁ ଫେରିଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜୟପୁର ୧୩/୦୮ : ଦୀର୍ଘ ଗୋଟିଏ ମାସ ଧରି ଲାଗି ରହିଥିବା ରାଜସ୍ଥାନ ରାଜନୈତିକ ସଙ୍କଟର ପରିସମାପ୍ତି ହୋଇଛି। ପାଇଲଟ୍‌ ବିଦ୍ରୋହରୁ ଓହରି ଜୟପୁର ଫେରିବା ସହ ସବୁକିଛି ସ୍ବାଭାବିକ ହୋଇଯାଇଛି। କିନ୍ତୁ ଏବେ ପ୍ରଶ୍ନ ଉଠିଛି କଂଗ୍ରେସ ପାଇଲଟ୍‌ଙ୍କୁ ଫେରାଇବାର କାରଣ

ରାଜ୍ୟରେ ସ୍ୱାଧୀନତା ଦିବସ ପାଇଁ କୋହଳ ହେଲା ସପ୍ତାହାନ୍ତ ସଟ୍‌ଡାଉନ : ଦିନ ୧୧ଟା ପର୍ଯ୍ୟନ୍ତ ଜନସାଧାରଣ ଜାତୀୟ ପତାକା…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : କରୋନା ପାଇଁ ରାଜ୍ୟ ସରକାର ଖୋର୍ଧା, ଗଞ୍ଜାମ, କଟକ ଓ ଗଜପତି ଜିଲ୍ଲା ଏବଂ ରାଉ‌ରକେଲା ସହରରେ ଶନିବାର ଓ ରବିବାରକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି। ତେବେ ଶନିବାର ସ୍ବାଧୀନତା ଦିବସ ପାଇଁ ସରକାର ଏଥିରେ କିଛିଟା କୋହଳ କରିଛନ୍ତି। ଦିନ

ଏମସିଆଇ ଜାରି କଲା ନୋଟିସ : ପାକିସ୍ତାନର କାଶ୍ମୀର ପଲିସିକୁ ଶକ୍ତ ଝଟକା , ପିଓକେରେ ଡାକ୍ତରୀ ପଢିଥିବା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୩/୦୮: ପାଠ ବାହାନାରେ ମନରେ ବିଷ ଗୋଳୁଥିବା ପାକିସ୍ତାନର ଷଡଯନ୍ତ୍ରକୁ ପଣ୍ଡ କରିଦେଇଛି ଭାରତ । ପାକିସ୍ତାନ ଅଧିକୃତ କାଶ୍ମୀରରେ ଡାକ୍ତରୀ ପଢିଥିବା ଛାତ୍ରଛାତ୍ରୀ ଭାରତରେ ଅଭ୍ୟାସ କରିପାରିବେ ନାହିଁ । ଏନେଇ ମେଡିକାଲ କାଉନସିଲ ଅଫ ଇଣ୍ଡିଆ

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ପ୍ରେସ୍କ୍ରିପ୍‌ସନ୍‌ରେ ସ୍ପଷ୍ଟ ଓ କ୍ୟାପିଟାଲ୍‌ ଅକ୍ଷରରେ ଔଷଧର ନାଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୩/୦୮: ଅନେକ ସମୟରେ ଡାକ୍ତରଙ୍କ ପ୍ରେସକ୍ରିପସନ୍ ପଢି କ’ଣ ଲେଖା ହୋଇଛି ବୁଝିବା ଜଣଙ୍କ ପକ୍ଷରେ ସମ୍ଭବପର ହେଉନାହିଁ। ଯେଉଁ ଡାକ୍ତରମାନଙ୍କ ହସ୍ତାକ୍ଷର ଭଲ ନଥିବ ସେମାନେ ପ୍ରେସକ୍ରିପସନରେ ଔଷଧର ନାଁ ବଡ ଅକ୍ଷର (କ୍ୟାପିଟାଲ ଲେଟର)ରେ ସ୍ପଷ୍ଟ ଭାବେ ଲେଖିବେ।

ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାରଙ୍କ “ନିର୍ମଳ” ଯୋଜନା : ୫ ବର୍ଷରେ ଖର୍ଚ ହେବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୩/୦୮ : ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାର ‘ନିର୍ମଳ’ ଯୋଜନାକୁ ସଂଶୋଧନ କରିଛନ୍ତି ଏବଂ ଏହି ଯୋଜନାରେ ଆଗାମୀ ୫ ବର୍ଷରେ ୧୯୯୮.୧୫ କୋଟି ଟଙ୍କା ବ୍ୟୟ କରିବାକୁ ଯୋଜନା କରିଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଗତ ଏ 
error: Content is protected !!
Open chat