Monthly Archives

August 2020

ଜାମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ସେନା ଗୁଳିରେ ୩ ଆତଙ୍କବାଦୀ ନିହତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୮: ଗତକିଛି ଦିନ ହେଲା ଘାଟିରେ ଆତଙ୍କବାଦୀ ବିରୋଧରେ ସେନାର ଲଢେଇ ଜାରି ରହିଛି। ପୁଣି ଜାମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଆଉ ତିନି ଆତଙ୍କୀ ନିହତ ହୋଇଛନ୍ତି। ଏହା ସହ

ଆଜି ଜାତୀୟ କ୍ରୀଡ଼ା ଦିବସ : ଭର୍ଚୁଆଲ୍‌ ପ୍ଲାଟଫର୍ମରେ ପ୍ରଦାନ କରାଯିବ କ୍ରୀଡ଼ା ପୁରସ୍କାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୮: ଶନିବାର ଜାତୀୟ କ୍ରୀଡ଼ା ଦିବସ। ଜାତୀୟ କ୍ରୀଡ଼ା ଦିବସରେ ଖେଳରତ୍ନ, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ, ଧ୍ୟାନଚାନ୍ଦ ଆଦି ପୁରସ୍କାର ପ୍ରଦାନ କରାଯାଇଥାଏ। ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ

ତାଜିଆ ଶୋଭାଯାତ୍ରା ନିମନ୍ତେ ମୁମ୍ବାଇ ହାଇକୋର୍ଟର ଅନୁମତି, ସାମିଲ ହେବେ ସର୍ବାଧିକ ୫ ଜଣ ଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୮:ମୁମ୍ବାଇ: ମହରମ୍ ସମୟରେ ତାଜିଆ ଶୋଭାଯାତ୍ରା ନିମନ୍ତେ ଅନୁମତି ଦେଇଛନ୍ତି ମୁମ୍ବାଇ ହାଇକୋର୍ଟ । ଏହା ସହ ଏହି ଶୋଭାଯାତ୍ରାରେ ସର୍ବାଧିକ ୫ ଜଣ ଲୋକ ସାମିଲ ହୋଇ ପାରିବେ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି । ଦିନକ ତଳେ ଏ ସଂକ୍ରାନ୍ତର ଏକ ମାମଲାର

ବିଜେପି ରାଜ୍ୟ ପଦାଧିକାରୀ ବୈଠକ : ଆସନ୍ତା ସେପ୍ଟେମ୍ବର ୫ ରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

– ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେପି ନଡ୍ଡା– କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ସୈାଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୁଜାରୀ, ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ

ଆଜି ଜାତୀୟ କ୍ରୀଡ଼ା ଦିବସ : ମେଜର୍‌ ଧ୍ୟାନ ଚାନ୍ଦ ସିଂହଙ୍କ ଜନ୍ମ ଦିବସ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୮:ଆଜି ଜାତୀୟ କ୍ରୀଡ଼ା ଦିବସ। ହକି ଯାଦୁଗର ମେଜର୍‌ ଧ୍ୟାନ ଚାନ୍ଦଙ୍କ ଜନ୍ମଦିବସରେ ଏହା ପାଳନ କରାଯାଇଆସୁଛି। ମେଜର୍‌ ଧ୍ୟାନ ଚାନ୍ଦ ସିଂହ ତାଙ୍କର ଯାଦୁକରୀ ଖେଳ ବଳରେ ୧୯୨୮, ୧୯୩୨ ଓ ୧୯୩୬ ଅଲିମ୍ପିକ୍‌ରେ ଭାରତ ପାଇଁ ସ୍ବର୍ଣ୍ଣପଦକ ହାସଲ

ମୌସୁମୀ ଅଧିବେଶନରେ ଅଂଶଗ୍ରହଣ କରୁଥିବା ସମସ୍ତ ସାଂସଦଙ୍କର ହେବ କରୋନା ପରୀକ୍ଷା: ବାଚସ୍ପତି ଓମ ବିର୍ଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୮: ସଂସଦର ଆଗାମୀ ମୌସୁମୀ ଅଧିବେଶନରେ ଅଂଶଗ୍ରହଣ କରୁଥିବା ସମସ୍ତ ସାଂସଦଙ୍କୁ କୋଭିଡ -୧୯ପରୀକ୍ଷା କରାଇବାକୁ ପଡ଼ିବ। ଏ ନେଇ ଆଜି ଅନୁଷ୍ଠିତ ଏକ ପ୍ରସ୍ତୁତି ବୈଠକରେ ବାଚସ୍ପତି ଓମ ବିର୍ଲା କହିଛନ୍ତି। ଅଧିବେଶନରେ ଅଂଶଗ୍ରହଣ କରୁଥିବା

ପରୀକ୍ଷା କେନ୍ଦ୍ରକୁ ମାଗଣାରେ ଯିବେ ଜେଇଇ ଓ ନିଟ୍ ପରୀକ୍ଷାର୍ଥୀ, ରହିବା ଦାୟିତ୍ୱ ନେବା ସହ ସମସ୍ତ ସୁବିଧା ଯୋଗାଇବ…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଘୋଷଣାବିନା କୌଣସି ବାଧାରେ ପରୀକ୍ଷାର୍ଥୀମାନେ ପରୀକ୍ଷା ସେଣ୍ଟରକୁ ଯାଇପାରିବେଛାତ୍ରଛାତ୍ରୀ ଚାହିଁଲେ ପ୍ରଶାସନ ମଧ୍ୟ ଯିବା ଆସିବା ସୁବିଧା ଯୋଗାଇବଚଳିତବର୍ଷ ୩୭ ହଜାର ଛାତ୍ରଛାତ୍ରୀ ଜେଇଇ ଓ ନିଟ୍ ପରୀକ୍ଷା ଦେବେ କଳିଙ୍ଗ ଜ୍ୟୋତି ବ୍ୟୁରୋ

ରକ୍ଷାମନ୍ତ୍ରୀ ଶ୍ରୀ ରାଜନାଥ ସିଂଙ୍କ ଦ୍ଵାରା ଏନସିସି ତାଲିମ ସଂକ୍ରାନ୍ତ ମୋବାଇଲ ଆପର ଶୁଭାରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୮:ରକ୍ଷାମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ମହାନିର୍ଦ୍ଦେଶକ (ଡିଜି ଏନସିସି) ମୋବାଇଲ ଟ୍ରେନିଂ ଆପର ଗୁରୁବାରଦିନ ଶୁଭାରମ୍ଭ କରିଛନ୍ତି। ଏହି ଆପ ଜରିଆରେ ଦେଶବ୍ୟାପୀ ସମର ଶିକ୍ଷାର୍ଥୀମାନଙ୍କୁ ଅନଲାଇନ ତାଲିମ ପ୍ରଦାନ

ମାତ୍ର ୫୦ ଦିନ ରହିପାରେ କୋଭିଡ୍-୧୯ ଆଣ୍ଟିବଡ଼ି: ଅଧ୍ୟୟନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୨୮/୦୮: କୋଭିଡ୍-୧୯ ଆଣ୍ଟିବଡ଼ି ଦୁଇ ମାସରୁ ଅଧିକ ଦିନ ରହି ନ ପାରେ ବୋଲି ‘ଜେ ଜେ ଗ୍ରୁପ୍‌ ଅଫ୍ ହସ୍‌ପିଟାଲ୍ସର ସଂକ୍ରମିତ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କ ଉପରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏହି ଅଧ୍ୟୟନର ମୁଖ୍ୟ ରଚୟିତା ଡାକ୍ତର

ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ଲୁପ୍ତପ୍ରାୟ ବିରଳ ଆଦିବାସୀ ସଂପ୍ରଦାୟର ୧୦ ଜଣ କରୋନାରେ ଆକ୍ରାନ୍ତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୮: ସାରାବିଶ୍ୱର କୋଣ ଅନୁକୋଣରେ ମହାମାରୀ କରୋନା କାୟାବିସ୍ତାର କରିସାରିଲାଣି । ତେବେ ଏହି ମହାମାରୀ ଏବେ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ପଶିବା ଆରମ୍ଭ କରିଛି । ଏଠାରେ ଥିବା ବିରଳ ଆଦିବାସୀ ସଂପ୍ରଦାୟର ଜନଜାତି ଏବେ କରୋନାରେ ଶିକାର ହୋଇଛନ୍ତି
error: Content is protected !!
Open chat