Monthly Archives

August 2020

ରାଉରକେଲା: ପ୍ଲାଜମା ବ୍ୟାଙ୍କ ଉଦଘାଟନ ଲାଗି ସରକାରୀ କଳର ବ୍ୟସ୍ତତା – ନେଇଗଲା ସୁନାମଧନ୍ୟ କଳାକାରଙ୍କ ଜୀବନ !…

ରାଉରକେଲା,ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ଓ ଉଦଘାଟନ ଲାଗି ପୁରା ଶାସନ କଳ ସହ ବ୍ୟସ୍ତ ଥିବା ବେଳେ ସାମାନ୍ୟ ଜ୍ୱରର ଚିକିତ୍ସା କଲେନି ଡାକ୍ତର । ଏ ଡାକ୍ତରଖାନାରୁ ସେ ଡାକ୍ତରଖାନା ଦଉଡିବା ଭିତରେ ଚାଲିଗଲା ସୁନାମଧନ୍ୟ ଗାୟକ ସଞ୍ଜୟ ତନ୍ତୀଙ୍କ ଜୀବନ !! ରାଉରକେଲା,

ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ (BIS)ର ହେଲମେଟ ଲଗାଇବା ବାଧ୍ୟତାମୂଳକ – କେନ୍ଦ୍ର ପରିବହନ ମନ୍ତ୍ରଣାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୮: ହେଲମେଟ ନ ପିନ୍ଧିଲେ ଚାଲାଣ କଟିବା ସାଧାରଣ କଥା ହେଲେ ହେଲମେଟ ପିନ୍ଧିଥିଲେ ବି କାହିଁକି କଟିବ ଚାଲାଣ? ଏବେ ରାସ୍ତା କଡ଼ରୁ ଲୋକାଲ ହେଲମେଟ କିଣିବା ଆପଣଙ୍କୁ ଭାରି ପଡିପାରେ। କେନ୍ଦ୍ର ସରକାର ଏକ ଯୋଜନା ଉପରେ କାର୍ଯ୍ୟ କରୁଛନ୍ତି ଯେଉଁଥିରେ

ରାଜ୍ୟପାଳଙ୍କ ମଞ୍ଜୁରୀ : ଆନ୍ଧ୍ରପ୍ରଦେଶରେ ରହିବ ତିନିଟି ରାଜଧାନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ହାଇଦ୍ରାବାଦ ୦୨/୦୮: ୨୦୧୪ରେ ତେଲେଙ୍ଗାନା ଅଲଗା ରାଜ୍ୟ ଭାବରେ ଗୃହୀତ ହେବା ପରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ଵାଇ ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ୨୦୧୯ରେ ଗୋଟାଏ ବଦଳରେ ଆନ୍ଧ୍ରପ୍ରଦେଶର ତିନି ତିନିଟା ରାଜଧାନୀ ରହିବ ବୋଲି ଘୋଷଣା କରିଥିଲେ | ଜୁଲାଇ ୧୮,୨୦୨୦ରେ

ସୁପ୍ରିମ କୋର୍ଟଙ୍କ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ବିଏସ-୪ ଯାନ ପଂଜୀକରଣ ବନ୍ଦ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୮: ସୁପ୍ରିମକୋର୍ଟ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ବିଏସ-୪ ଯାନ ପଂଜୀକରଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଅରୁଣ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାରଦିନ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ ୩୧ ପରେ ଦେଶରେ ଲକଡାଉନ

ଆମେରିକାର କୋଭିଡ ଟିକା ‘ମଡର୍ଣ୍ଣା ଭାକ୍ସିନ’ ଉପରେ ଏବେ ଚୀନର‌ ସରକାରୀ ହ୍ୟାକରଙ୍କ ଟାର୍ଗେଟ ! !

ଓ୍ୱାସିଂଟନ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୮ : ଆମେରିକାର ଅଗ୍ରଣୀ ଭେଷଜ କମ୍ପାନି 'ମଡର୍ଣ୍ଣା' ଦ୍ବାରା ବିକଶିତ କୋଭିଡ୍‌ ଟିକାର ଗୁରୁତ୍ବପୂର୍ଣ୍ଣ ତଥ୍ୟ ହଡ଼ପ କରିନେବା ପାଇଁ ଚୀନୀ ସରକାରଙ୍କ ସହ ସଂପୃକ୍ତ ସାଇବର ହଡ଼ପକାରୀମାନେ ଉଦ୍ୟମ କରିଥିଲେ ବୋଲି ଆମେରିକୀୟ ସୁରକ୍ଷା ସଂସ୍ଥା

ଅଗଷ୍ଟ ୩୧ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮ କରୋନା ମହାମାରୀ ବ୍ୟାପୁଥିବାର ଦେଖି ସରକାର ଅନ୍ତର୍ଜାତୀୟ ବିମାନ ସେବାକୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ସସପେଣ୍ଡ କରିବା ନେଇ ଘୋଷଣା କରିଛି ଡିରେକ୍ଟୋରେଟ୍ ଜେନେରାଲ୍ ଅଫ୍ ସିଭିଲ୍ ଆଭିଏସନ୍ (ଡିଜିସିଏ)। ଶୁକ୍ରବାର ଅପରାହ୍ଣରେ ଏହି ଘୋଷଣା

ଭାରତୀୟ ସେନା ବାହିନୀ ଉପରେ ଚଳଚ୍ଚିତ୍ର ଓ ଓ୍ବେବ୍‌ସିରିଜ ନିର୍ମାଣ ହେଲା ପ୍ରତିବନ୍ଧିତ : ଏଣିକି ନେବାକୁ ପଡିବ…

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୮ :  କିଛି ଫିଲ୍ମ ଓ ଓ୍ବେବ୍‌ସିରିଜ୍‌ରେ ଭାରତୀୟ ସେନାର ଯବାନ ଏବଂ ସାମରିକ ପୋଷାକର ଦୂରୁପଯୋଗ କରାଯାଉଥିବା ନେଇ ଅଭିଯୋଗ ଆସିବା ପରେ ଏହି ଘଟଣାକୁ ବେଶ୍‌ ଗମ୍ଭୀର ଭାବରେ ନେଇଛି ପ୍ରତିରକ୍ଷା ମନ୍ତ୍ରାଳୟ । ଏହି ଅଭିଯୋଗ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଙ୍କ ଆକାଉଣ୍ଟରୁ ୧୫ କୋଟି ଗାଏବ: ଲଣ୍ଡରିଂ ମାମଲା ଦାଖଲ କଲେ ଏନଫୋର୍ସମେଣ୍ଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୧/୦୮: ଜୁଲାଇ ୩୧: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଜଡିତ 15 କୋଟି ଟଙ୍କା ମୂଲ୍ୟର କାରବାର ଉପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମାମଲା ରୁଜୁ କରିଛି। ଇଡି ର ଏକ ବିଶେଷ ସୂତ୍ରରୁ ପ୍ରକାଶ ଯେ’ ଇଡି ପ୍ରିଭେନସନ୍ ଅଫ୍ ମନି

ସଜେଇ ହେଲାଣି ରାମନଗରୀ ଅଯୋଧ୍ୟା : ୧ ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮: ସଜେଇ ହେଉଛି ଅଯୋଧ୍ୟା। ଶ୍ରୀରାମ ମନ୍ଦିର ପାଇଁ ଭୂମି ପୂଜନ ପାଇଁ ତୈୟାର ହେଉଛି ଶ୍ରୀରାମଙ୍କ ସହର। ମନ୍ଦିର ଚାରିପଟକୁ ବିଭିନ୍ନ ରଙ୍ଗ ବେରଙ୍ଗରେ ସଜା ଯାଉଛି। ତାସହ ସହରର ଗଳି କନ୍ଧିରେ ଏବେ ରାମଙ୍କ ଗାଥାକୁ ଚିତ୍ରରେ ଅଙ୍କା ଯାଉଛି।

ଆମେରିକାର ଚୀନ୍ ଉପରେ ‘ଡିଜିଟାଲ୍ ଷ୍ଟ୍ରାଇକ୍’: ୨୪ଘଣ୍ଟା ମଧ୍ୟରେ ଟିକ୍ ଟକ୍ ଉପରେ ଲାଗିପାରେ ପ୍ରତିବନ୍ଧକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮: କରୋନା ଭୂତାଣୁ ମହାମାରୀର ରୂପ ନେବା ପରଠାରୁ ଚୀନ୍ ସହ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ତିକ୍ତ ହୋଇଛି | ଅନେକ ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ ଚୀନକୁ ଟାର୍ଗେଟ କରିଛନ୍ତି ଏବଂ କରୋନା ଭୂତାଣୁ ବିସ୍ତାର ପାଇଁ ଚୀନକୁ
error: Content is protected !!
Open chat